
ଭୁବନେଶ୍ବର,୨୮/୫: କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ତାତି ଫେରିଛି। ଦେଶର ପଶ୍ଚିମ ଓ ଉତ୍ତରରେ ଥିବା ରାଜ୍ୟ ଭଳି ଓଡ଼ିଶାରେ ମଧ୍ୟ ପ୍ରବଳ ଖରା ଜନଜୀବନ ଅସ୍ତବ୍ୟସ୍ତ କରିଛି। ଉପକୂଳ ଓଡ଼ିଶାରେ ତାପମାତ୍ରା ସାଧାରଣ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହୋଇଛି।ବୌଦ୍ଧରେ ତାପମାତ୍ରା ୪୫.୯ ଡିଗ୍ରି ରେକର୍ଡ କରାଯାଇଛି। ସେହିପରି ସୋନପୁରରେ ୪୫.୩ ଓ ଟିଟିଲାଗଡ଼ରେ ୪୫ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର Continue Reading