Home Posts tagged bhubbaneswar
Odisha News
ଭୁବନେଶ୍ୱର, ୨୪/୩ : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଭୁବନେଶ୍ୱରର ସହିଦ ନଗର ଥାନା ସବ୍-ଇନ୍ସପେକ୍ଟର ପ୍ରିୟବ୍ରତ ପ୍ରଧାନଙ୍କୁ ନିଲମ୍ବନ କରିଛନ୍ତି ପୁଲିସ କମିଶନର।ଜଣେ ବ୍ୟକ୍ତିଙ୍କଠାରୁ ଜବତ ହୋଇଥିବା ଡ୍ରାଇଭିଂ ଲାଇସେନ୍ସ ( DL)କୁ ଫେରାଇ ଦେବା ପାଇଁ ଗତକାଲି ସେ ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଥିଲେ।ଅଭିଯୋଗକାରୀଙ୍କୁ DLଫେରାଇ ଦେବାକୁ ମୋଟ ୫ ହଜାର ଟଙ୍କା ମାଗିଥିଲେ ପ୍ରିୟବ୍ରତ ପ୍ରଧାନ। ଅଭିଯୋଗକାରୀ ଗତ ୨୧ ତାରିଖରେ ତାଙ୍କୁ ୩ ହଜାର Continue Reading
Odisha News
ଭୁବନେଶ୍ବର, ୯/୩: ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିସନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ। ରାଜ୍ୟରେ ମହିଳା ସଶକ୍ତୀକରଣରେ ମିସନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ ସମ୍ମାନ ଜଣାଇବା ସହ ସେମାନଙ୍କୁ ଉତ୍ସାହିତ କରିବା ପାଇଁ Continue Reading
Odisha News
ଭୁବନେଶ୍ୱର,୨୨/୨: ଗୁରୁବାର ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ମୋଟ୍‌ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଏକ ନିଯୁକ୍ତି ପର୍ବର ଆୟୋଜନ କରାଯାଇଥିଲା।ଏହି ଅବସରରେ ନୂତନ ଶିକ୍ଷୟିତ୍ରୀ–ଶିକ୍ଷକମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ Continue Reading
Odisha News
ଭୁବନେଶ୍ୱର,୨୧/୧:ମୁହଁ ଖୋଲିଲେ ହ୍ୟୁମାନଙ୍କ ପତ୍ନୀ ଶ୍ରୀୟା। ସ୍ୱାମୀ ଓ ଶାଶୂଙ୍କର ସବୁ ଅଭିଯୋଗକୁ ଖଣ୍ଡନ କଲେ। ଆଉ ନିର‌୍ୟାତନାର କଳା କାହାଣୀ ବର୍ଣ୍ଣନା କଲେ। ଶ୍ରୀୟା କହିଲେ, ମଦ ପିଇବାକୁ ବାରଣ କଲି ବୋଲି ମୋତେ ମାଡ଼ ମାରୁଥିଲେ। ତେବେ ନିର୍ଯାତନା ଅସହ୍ୟ ହେବାରୁ ବାଧ୍ୟ ହୋଇ ଥାନାର ଦ୍ୱାରସ୍ଥ ହେଲି ବୋଲି ଶ୍ରୀୟା କହିଛନ୍ତି।ଆଜି ଶ୍ରୀୟା କହିଛନ୍ତି, ଝିଅ ଜନ୍ମ ପରଠାରୁ ଅର୍ଥାତ ୫ ବର୍ଷ ଧରି ମାନସିକ ଓ ଶାରୀରିକ ନିର୍ଯାତନା ପାଉଥିଲି। ମୋ’ […]Continue Reading
Odisha News
ଭୁବନେଶ୍ୱର, ୧୯/୮: ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଏବଂ ଏହି ଅବପାତ, ବର୍ତ୍ତମାନ ବାଲେଶ୍ୱର ଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୨୦୦ କିମି ଏବଂ ଦିଘା ଠାରୁ ପୂର୍ବ-ଦକ୍ଷଣ ପୂର୍ବ ଦିଗରେ ୧୪୦ କିମି ଦୂରରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇ ରହିଛି।ଶୁକ୍ରବାର ମଧ୍ୟରାତ୍ରରୁ ପ୍ରତ୍ୟୁଷ ମଧ୍ୟରେ ଏହା ବାଲେଶ୍ୱର ଓ ଦୀଘା ମଧ୍ୟ ଦେଇ ଉପକୂଳ Continue Reading
Top Stories
ଭୁବନେଶ୍ୱର,୨୨/୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ମଙ୍ଗଳବାର ସେ ହସ୍ପିଟାଲରୁ ଡିସ୍ଚାର୍ଜ ହେବା ପରେ ଗିରଫ କରିଛି ପୁଲିସ୍। ଗିରଫ ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ପ୍ରଶାନ୍ତଙ୍କୁ ଗିରଫ ପରେ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରାଯିବ। ପରେ ତାଙ୍କୁ ବାଣପୁର କୋର୍ଟକୁ ନିଆଯିବ।ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ବାଣପୁର ବ୍ଲକ ଅଫିସ୍ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ Continue Reading
Odisha News
ଭୁବନେଶ୍ବର, ୯/୩ : ମାଛ ମାର୍କେଟରେ ହଣାକଟା । ଭୁବନେଶ୍ୱର ୪ନମ୍ବର ମାଛ ମାର୍କେଟରେ ହଣାହଟା ହୋଇଥିବାର ଖବର ଆସିଛି ।ଏହି ହଣାକଟା ୨ଜଣ ବ୍ୟବସାୟୀ ଗୁରୁତର ହୋଇଛନ୍ତି । ସେମାନଙ୍କ ନାମ ଜିତେନ୍ଦ୍ର ବେହେରା ଓ ନରେନ୍ଦ୍ର ବେହେରା ବୋଲି ଜଣାପଡିଛି ।ଖବର ଅନୁଯାୟୀ, ପ୍ରତିଦିନ ପରି ବୁଧବାର ମଧ୍ୟ ମାଛ ମାର୍କେଟରେ ବେପାର ପାଇଁ ଭିଡି ଜମିଥାଏ । ହଠାତ୍ ବୁଧବାର ଦିନ ମାଛ ବ୍ୟବସାୟକୁ କେନ୍ଦ୍ର କରି ଦୁଇ ବେପାରୀଙ୍କ ମଧ୍ୟରେ ଗଣ୍ଡଗୋଳ […]Continue Reading
Seo wordpress plugin by www.seowizard.org.