Home Posts tagged bhuhbaneswar
Odisha News
ଭୁବନେଶ୍ୱର, ୨୨/୩: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଦାମ ରାଉତଙ୍କ ଚିକିତ୍ସା ଜାରି ରହିଥିଲା। ହୃଦଘାତ ପରେ ଦାମୋଦର ଗୁରୁତର ହୋଇଥିଲେ। ତିନିମାସ Continue Reading
Seo wordpress plugin by www.seowizard.org.