Home Posts tagged bjd announces candidates for assembely elections
Odisha News
ଭୁବନେଶ୍ୱର,୧୧/୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଗୁରୁବାର ୯ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।ଭୁବନେଶ୍ୱର ମଧ୍ୟରୁ ଅନନ୍ତ ନାରାୟଣ ଜେନା, ଲକ୍ଷ୍ମୀପୁରରୁ ପ୍ରଭୁ ଜାନି, ପାରାଦୀପରୁ ଗୀତାଞ୍ଜଳି ରାଉତରାୟକୁ ଦଳ ଟିକେଟ୍ ଦେଇଛି।ସେହିପରି ସମ୍ବଲପୁରରୁ ପ୍ରସନ୍ନ ଆଚାର୍ଯ୍ୟ, ରେଢାଖୋଲରୁ ରୋହିତ ପୂଜାରୀ, ତେଲକୋଇରୁ ମାଧବ ସର୍ଦ୍ଦାର, ତାଳଚେରରୁ ବ୍ରଜ ପ୍ରଧାନ, ନର୍ଲାରୁ Continue Reading
Seo wordpress plugin by www.seowizard.org.