Home Posts tagged BJD MP Bhartruhari Mahtab
Odisha News
କଟକ, ୩୦/୩ : ବିଜେପି ଆଜି ରାଜ୍ୟରେ ବାକିଥିବା ଆଉ ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ଆସନରୁ ପ୍ରାର୍ଥୀ କରିଛି । ଶ୍ରୀ ମହତାବ ଗୁରୁବାର ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ।ବିଜେପି ପକ୍ଷରୁ ଜାରି ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ବାକି ଥିବା ୩ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି । କନ୍ଧମାଳ […]Continue Reading
Seo wordpress plugin by www.seowizard.org.