Home Posts tagged bjd party
Odisha News
ବ୍ରହ୍ମପୁର,୯/୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍ ଦେଇ ବିଧାୟକ ଏବଂ ଏମ୍ପିଙ୍କୁ ଜିତାନ୍ତୁ ଚୋର ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁନି ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ କହିଛନ୍ତି।ଉକ୍ତ ସାଧାରଣ ସଭାରେ ବ୍ରହ୍ମପୁର ବିଜେଡି ଲୋକ ସଭା ପ୍ରାର୍ଥୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୫ : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ସେମାନଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଶ୍ରୀ ଚକ୍ରମଣି କହଁରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ କହିଛନ୍ତି।ବିରୋଧୀ ଦଳଙ୍କୁ ସିଧା ସଳଖ ଆକ୍ରମଣ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୪ : : ନୟାଗଡ଼ରେ ବିଜୁ ଜନତା ଦଳ ବୃହତ ବିଜୟ ଲକ୍ଷରେ ରହିଛି । ଶହ ଶହ ବିରୋଧି କର୍ମୀ ଦଳରେ ସାମିଲ ହେଉଥିବା ବେଳେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ପଞ୍ଚମ ବିଜୟ ଲକ୍ଷରେ ରହିଛନ୍ତି । ଚଳିତ ନିର୍ବାଚନରେ ବିଜୁ ଜନତା ଦଳ କିଭଳି ବଲ ପଦର୍ଶନ କରିବ, ସେଥିପାଇଁ ଜୋରଦାର ପ୍ରୟାସ କରାଯାଇଛି ।ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ରହିଥିବା ୨ ଲକ୍ଷ ୧୪ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୪:ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି , ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଅନ୍ୟ ଦଳର ନେତା ଓ କର୍ମୀ ମାନେ ସେମାନଙ୍କ ଦଳ ଛାଡ଼ି ବିଜେଡି ମୁହାଁ ହେବାରେ ଲାଗିଛନ୍ତି ଏବଂ ଦିନକୁ ଦିନ ବିଜେଡି ଦଳର ଶକ୍ତି ବୃଦ୍ଧି ହେବାରେ ଲାଗିଛି ।ଗତକାଲି ଗଜପତି ଜିଲ୍ଲା ଅନ୍ତର୍ଗତ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ ଓ ବିଜେପି: ର କର୍ମୀ ଓ ନେତା ମାନେ ବିଜେଡି ଦଳରେ ସାମିଲ ହୋଇ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୩: ନୟାଗଡ଼ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଙ୍କୁ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସଭାପତି ଦେଇଛନ୍ତି।ନୂଆ ଦାୟିତ୍ୱ ମୁଖ୍ୟ ମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶଦାସ ଘୋଷଣା କରିଛନ୍ତି।ନୟାଗଡ଼ ବିଜୁ ଜନତା ଦଳ ର ନିର୍ବାଚନ ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି ମୁଖ୍ୟ ମନ୍ତ୍ରୀ।ଆଗାମୀ ବିଧାନ ସଭା,ଓ ଲୋକସଭା Continue Reading
Odisha News
ଭୁବନେଶ୍ୱର,୧୩/୪: କଳାକାରଙ୍କୁ ନବୀନ ନିବାସ ଡାକରା ନେଇ ଭାଜପାର କଟାକ୍ଷ। ବିଜେଡିକୁ ଟାର୍ଗେଟ କଲେ ଭାଜପାର ପିଙ୍କି ପ୍ରଧାନ ଓ ହରିହର ମହାପାତ୍ର। ସେ କହିଛନ୍ତି, ବିଜେଡିକୁ ହାରିବା ଭୟ ଘାରିଛି, ସେଥିପାଇଁ ଫିଲ୍ମଷ୍ଟାରଙ୍କୁ ଖୋଜୁଛି। ଆଗରୁ କେବଳ ନବୀନ ଷ୍ଟାର ପ୍ରଚାରକ କହୁଥିଲେ ଏବେ କଣ ହେଲା।ଅନ୍ୟ ରାଜ୍ୟରେ କଳାକାରଙ୍କୁ ୪୫୦୦ ଭତ୍ତା, ମାତ୍ର ଏଠି ୨ ହଜାର। ବିଜେଡି ଦଳୀୟ ଆଧାରରେ କଳାକାରଙ୍କୁ ଭାଗଭାଗ ପାଇଁ ଚେଷ୍ଟା କରୁଛି। ଯଦି ଦରଦ ଅଛି ଚଳଚ୍ଚିତ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୪: କନ୍ଧମାଳ ଜିଲାର ୩ ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ବାଲିଗୁଡା ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି।ଜିଲାର ଫୁଲବାଣୀ ଆସନରେ ନୂତନ ମହିଳା ପ୍ରାର୍ଥୀ ଜୟଶ୍ରୀ କହଁରଙ୍କୁ ଦେଇଥିବା ବେଳେ ଘୁ.ଉଦୟଗିରି ଆସନରେ ପୁରୁଣା ପ୍ରାର୍ଥୀ ସାଲୁଗା ପ୍ରଧାନଙ୍କୁ ଦୋହରାଇଛି Continue Reading
Odisha News
ଭୁବନେଶ୍ୱର, ୨୭/୩: ବିଜେଡି ଆଜି ନିଜର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୭୧ଜଣ ବିଧାୟକ ଓ ୯ଜଣ ସାଂସଦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ଆଜି ବିଜେଡିରେ ମିଶିବାର ମାତ୍ର ୩ଘଣ୍ଟା ମଧ୍ୟରେ ତାଙ୍କୁ ବିଜେଡି ଭୁବନେଶ୍ୱରରୁ ସାଂସଦ ପ୍ରାର୍ଥୀ କରାଇଛି।ତେବେ ଆଜି ସୁରଙ୍କ ପୁଅ ମନ୍ମଥଙ୍କ ମିଶ୍ରଣପର୍ବରେ ଭୁବନେଶ୍ୱରର ୩ ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା, ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତଙ୍କ Continue Reading
Odisha News
ଓଡ଼ିଶା, ୨୦/୩ : ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ହେବ କି ନାହିଁ ତାକୁ ନେଇ ସସପେନ୍ସ ହଟିବାର ନାଁ ଧରୁନି। ଉଭୟ ବିଜେପି ଓ ବିଜେଡିର ଶୀର୍ଷ ନେତୃତ୍ୱଙ୍କ ବୟାନ ଏହି ମେଂଟ ସସପେନ୍ସକୁ ଅଧିକ ରହସ୍ୟମୟ କରିବାରେ ଲାଗିଛି।ଏସବୁ ମଧ୍ୟରେ ଆଜି ବିଜେପିର ଚାଣକ୍ୟ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ପୁଣିଥରେ ଏକ ବଡ଼ ବୟାନ ଆସିଛି। ଓଡ଼ିଶାରେ ଏକାଠି ଲଢ଼ିବୁ କିମ୍ବା ଏକା ଲଢ଼ିବୁ ତାହା ସ୍ଥିର […]Continue Reading
Seo wordpress plugin by www.seowizard.org.