ଭୁବନେଶ୍ବର, ୧୭/୪ : ଶଙ୍ଖ ଭବନରେ ବିଜେଡ଼ି ସଭାପତି ପଦ ପାଇଁ ଗୁରୁବାର ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନିର୍ବାଚନ ଅଧିକାରୀଙ୍କ ନିକଟରେ ନବମ ଥର ପାଇଁ ଦଳୀୟ ସଭାପତି ପାଇଁ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ୧୯ ତାରିଖ ଶନିବାର ବିଧିବଦ୍ଧ ଭାବେ ଦଳୀୟ ସଭାପତିଙ୍କ ନାମ ଘୋଷଣା ହେବ।ଏହି ଅବସରରେ ନବୀନ କହିଛନ୍ତି, ଆଜି ମହାନ ଜନନାୟକ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ। ମୋର ତାଙ୍କୁ ଶ୍ରଦ୍ଧାଞ୍ଜଳି। ଓଡ଼ିଶାକୁ ଏକ […]Continue Reading
ଭୁବନେଶ୍ୱର,୧୬/୪: କାଲି ନାମାଙ୍କନ ଭରିବେ ନବୀନ। ମଜବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।ଅନ୍ୟପକ୍ଷେ,ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ Continue Reading
ଭୁବନେଶ୍ବର, ୧୩/୪ : ବିଜୁ ଜନତା ଦଳ (ବିଜେଡି)ର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ବିଜେଡି ଜିଲ୍ଲା ସଭାପତି ନିର୍ବାଚିତ ହୋଇଛନ୍ତି। ଏନେଇ ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି।ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ଏହି ସବୁ ଜିଲ୍ଲାରେ ବିଜେଡି Continue Reading
NEW DELHI/BHUBANESWAR, APR 3 : Biju Janata Dal (BJD) has made a significant shift in its stance on the Waqf (Amendment) Bill, 2025. After initially opposing the bill ahead of its introduction in the Lok Sabha, the party has now decided not to issue a party whip for its MPs in the Rajya Sabha, allowing […]Continue Reading
ଭୁବନେଶ୍ୱର, ୨୬/୧୨: ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅବିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗକୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ […]Continue Reading
ଭୁବନେଶ୍ୱର,୩/୧୧: ବିଜେଡି ଖୁବ୍ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର।ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ ଚେଇଁକି ସ୍ବପ୍ନ ଦେଖୁଛନ୍ତି। ଖୁବ୍ଶୀଘ୍ର କ’ଣ ଆଗାମୀ ଦଶନ୍ଧି ଯାଏ ବି ବିଜେଡି କ୍ଷମତାକୁ ଆସିପାରିବ ନାହିଁ। ଦୁଇ ନେତାଙ୍କ ଏପରି କଥାରେ କଥାରେ ଆକ୍ରମଣ ପ୍ରତି ଆକ୍ରମଣ ରାଜନୈତିକ ମହଲରେ ହଲଚଲ୍ ସୃଷ୍ଟି Continue Reading
ଭୁବନେଶ୍ୱର,୧୮/୧୦: ବିଜେଡିର ଆୟୁଷ ବହୁତ କମ୍। ବିଜେଡି ଭାଙ୍ଗି ଛିନ୍ଛତ୍ର ହୋଇଯିବ। ଖୁବ୍ ଶୀଘ୍ର ସେହି ଅବସ୍ଥା ହେଖିବାକୁ ମିଳିବ। କାରଣ ବିଜେଡି ପାଖରେ ଆଉ ନେତୃତ୍ୱ ନାହିଁ। ସମସ୍ତଙ୍କୁ ଚାକର ଭଳିଆ କରି ରଖୁଥିଲେ।ଯେଉଁ ନେତାମାନେ ଥିଲେ, ସେମାନେ ଦରି ପକାଇବା, ଟେଣ୍ଟ କରିବା, ଗାତ ଖୋଳିବା କାମ କରୁଥିଲେ। ସେମାନେ ଏବେ ପ୍ରତିଶୋଧ ପରାୟଣା ହୋଇ ରହିଛନ୍ତି ବୋଲି ଶ୍ରୀ ମିଶ୍ର କହିଛନ୍ତି।ସେ ଆହୁରି କହିଛନ୍ତି, ଧୀରେ ଧୀରେ ବିଜେଡିର ଆହୁରି ଗୁମର ଖୋଲିବ। Continue Reading
ଭୁବନେଶ୍ୱର,୨୩/୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି।ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି ବନ୍ଦ ଡାକରା ଦିଆଯାଇଥିଲା।ରୋଡ୍ ରୋମିଓଙ୍କ ଦ୍ୱାରା ନିର୍ଯ୍ୟାତିତ ହୋଇ ଥାନାକୁ ସହାୟତା ପାଇଁ ଯାଇଥିବା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ସହାୟତା ଦେବା ବଦଳରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।ଏହି Continue Reading
ଭୁବନେଶ୍ୱର,୨୯/୮: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ, ବିଜ୍ଞାପନରେ କେବଳ ପାଣ୍ଡିଆନଙ୍କ ଫଟୋ ପାଇଁ ୧୫ କୋଟି ୨୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଯାହାକି ସରକାରୀ ଅର୍ଥକୁ ଶ୍ରାଦ୍ଧ କରାଯାଇଥିବା Continue Reading
ଭୁବନେଶ୍ୱର,୧୪/୮: ଟ୍ରେନିଂ ନେବେ ବିଧାନସଭାର ନବ ନିର୍ବାଚିତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ପ୍ରଶିକ୍ଷଣ ଦିଆଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପୂର୍ବତନ ବିଧାୟକ ନରସିଂହ ମିଶ୍ର ପ୍ରମୁଖ ନୂଆ ବିଧାୟକଙ୍କୁ ବିଧାନସଭାର କାର୍ଯ୍ୟବିଧି ଓ ଦାୟିତ୍ୱ ସମ୍ପର୍କରେ ଟ୍ରେନିଂ ଦେବେ । ଯାହାକୁ ନେଇ ବେଶ ଉତ୍ସାହିତ ଅଛନ୍ତି ନୂଆ ବିଧାୟକ ।ବିଧାୟକ ନେବେ Continue Reading




