ଭୁବନେଶ୍ୱର, ୨୨/୭: ଭିକେ ପାଣ୍ଡିଆନଙ୍କ ସପକ୍ଷରେ ପୁଣି ବାହାରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଇଂରାଜୀ ଖବରକାଗଜରେ ପାଣ୍ଡିଆନ ଓ ବିଜେଡିକୁ ନେଇ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ନବୀନ ।ଗତ କେଇ ସପ୍ତାହ ଧରି ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସହାୟତାରେ ଅମିତ ଶାହାଙ୍କୁ ଭେଟିବାକୁ ପାଣ୍ଡିଆନ ଉଦ୍ୟମ କରୁଥିବା ନେଇ ଖବର ପ୍ରକାଶ ପାଇଥିଲା।କେବଳ ଏତିକି ନୁହେଁ, ବରଂ ବିଜେଡିରେ ଫାଟ ସୃଷ୍ଟି କରିବା ସହ ରାଜ୍ୟରେ ବିଜେପି ସଙ୍ଗଠନକୁ ଶକ୍ତିଶାଳୀ କରିବାରେ Continue Reading
ଓଡ଼ିଶା, ୮/୬ : ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି ନବୀନ ପଟ୍ଟନାୟକ। ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଗଣତନ୍ତ୍ରରେ ଜିତିବା, ହାରିବା ନିରନ୍ତର ପ୍ରକ୍ରିୟା।ଦୀର୍ଘଦିନ କ୍ଷମତାରେ ରହିବା ପରେ ପରାଜୟକୁ ସ୍ୱୀକାର କରୁଛୁ। ବାରମ୍ବାର ମୁଖ୍ୟମନ୍ତ୍ରୀ କରିଥିବାକୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ସେବା ଜାରି ରଖିବି କହିଛନ୍ତି ନବୀନ ପଟ୍ଟନାୟକ।ଭି.କେ ପାଣ୍ଡିଆନ୍ଙ୍କ ସମ୍ପର୍କରେ ମତ ରଖି Continue Reading
ଭୁବନେଶ୍ବର, ୮/୬: ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ଶନିବାର ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ବରିଷ୍ଠ ନେତାମାନଙ୍କ ମଧ୍ୟରେ ଦେବୀ ମିଶ୍ର, ପ୍ରତାପ ଜେନା, ଅତନୁ ସବ୍ୟସାଚୀ, କଳିକେଶ ସିଂଦେଓ,ସଞ୍ଜୟଦାସ ବର୍ମା, ପ୍ରତାପ ଦେବ ପ୍ରମୁଖ ନବୀନ ନିବାସରେ ପହଞ୍ଚିଥିଲେ।ଦଳର ଆଗାମୀ କାର୍ୟ୍ୟପନ୍ଥା, ଆଭିମୁଖ୍ୟ ତଥା ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିବା ବରିଷ୍ଠ ନେତାମାନେ ସୂଚନା ପ୍ରଦାନ କରିଛନ୍ତି। Continue Reading
BY AKSHYA ROUT JAJPUR,MAY 31 : Ollwyood actress Jhilik Bhattacharjee praying for her husband Priti Ranjan Ghadai at Sukinda Jagannath Temple. Priti Ranjan is contesting from Sukinda assembly constituency on a BJD ticket.Continue Reading
By Akshya Rout Jajpur, May 17 : The Odisha ruling Biju Janata Dal (BJD) conducted a high voltage campaign At Sukinda constituency In Jajpur District for the upcoming election. Minister and Sukinda MLA Pritiranjan Ghadei visited different places of under Sukinda constituency and sought votes. Ghadei urged the voters to vote in a double conch […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୫: ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ନିର୍ବାଚନ ମଣ୍ଡଳୀ କଣ୍ଟିଲୋ ଠାରେ ଆଜି ବିଜେଡି ତରଫରୁ ଏକ ବିରାଟ ସମାବେଶ କରାଯାଇଥିଲା ଯେଉଁଥିରେ ଭି.କେ. ପାଣ୍ଡିଆନ ନିଜେ ଯୋଗଦେଇ ବିଜେଡି ପାଇଁ ପ୍ରଚାର କରିଛନ୍ତି । ଜୟ ଜଗନ୍ନାଥ, ଜୟ ନୀଳମାଧବ ନାରାରୁ ଆରମ୍ଭ କରିଥିଲେ ଅଭିଭାଷଣ ।ଲୋକମାନଙ୍କ ପାଖକୁ ଯାଇ ସେ ସିଧାସଳଖ ଲୋକମାନଙ୍କ ସହ କଥା ହେଇଥିଲେ ଏହା ସହ ସମସ୍ତେ କେତେ ଖୁସି ଅଛନ୍ତି ଜନତାଙ୍କୁ ପଚାରିଥିଲେ Continue Reading
ବ୍ରହ୍ମପୁର,୯/୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍ ଦେଇ ବିଧାୟକ ଏବଂ ଏମ୍ପିଙ୍କୁ ଜିତାନ୍ତୁ ଚୋର ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁନି ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ କହିଛନ୍ତି।ଉକ୍ତ ସାଧାରଣ ସଭାରେ ବ୍ରହ୍ମପୁର ବିଜେଡି ଲୋକ ସଭା ପ୍ରାର୍ଥୀ Continue Reading
ବାଲିଗୁଡାରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର: ଓଡିଶାରେ ଗୋଟିଏ ଇଞ୍ଜିନ, ସେ ହେଉଛି ନବୀନ ଇଞ୍ଜିନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୫ : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ସେମାନଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଶ୍ରୀ ଚକ୍ରମଣି କହଁରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ କହିଛନ୍ତି।ବିରୋଧୀ ଦଳଙ୍କୁ ସିଧା ସଳଖ ଆକ୍ରମଣ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୪ : : ନୟାଗଡ଼ରେ ବିଜୁ ଜନତା ଦଳ ବୃହତ ବିଜୟ ଲକ୍ଷରେ ରହିଛି । ଶହ ଶହ ବିରୋଧି କର୍ମୀ ଦଳରେ ସାମିଲ ହେଉଥିବା ବେଳେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ପଞ୍ଚମ ବିଜୟ ଲକ୍ଷରେ ରହିଛନ୍ତି । ଚଳିତ ନିର୍ବାଚନରେ ବିଜୁ ଜନତା ଦଳ କିଭଳି ବଲ ପଦର୍ଶନ କରିବ, ସେଥିପାଇଁ ଜୋରଦାର ପ୍ରୟାସ କରାଯାଇଛି ।ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ରହିଥିବା ୨ ଲକ୍ଷ ୧୪ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୪:ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି , ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଅନ୍ୟ ଦଳର ନେତା ଓ କର୍ମୀ ମାନେ ସେମାନଙ୍କ ଦଳ ଛାଡ଼ି ବିଜେଡି ମୁହାଁ ହେବାରେ ଲାଗିଛନ୍ତି ଏବଂ ଦିନକୁ ଦିନ ବିଜେଡି ଦଳର ଶକ୍ତି ବୃଦ୍ଧି ହେବାରେ ଲାଗିଛି ।ଗତକାଲି ଗଜପତି ଜିଲ୍ଲା ଅନ୍ତର୍ଗତ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ ଓ ବିଜେପି: ର କର୍ମୀ ଓ ନେତା ମାନେ ବିଜେଡି ଦଳରେ ସାମିଲ ହୋଇ […]Continue Reading




