
ଭୁବନେଶ୍ୱର, ୨/୫: ଆଉ ୬ଟି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିଛି ବିଜେପି। ଘସିପୁରାରୁ ଦଳ ଶମ୍ଭୁନାଥ ରାଉତଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ରଣବିଜୁଳିଙ୍କୁ ଟିକେଟ ଦେଇଛି।ଘସିପୁରରାରୁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ବିଜେପି ପ୍ରାର୍ଥୀ କରିବ ବୋଲି କିଛି ଦିନ ହେବ ଚର୍ଚ୍ଚା Continue Reading