Home Posts tagged BJP LEADER MANMOHAN SAMAL
Odisha News
ଭୁବନେଶ୍ୱର,୧୪/୩: ଓଡିଶା ରାଜନୀତିର ଭାଗ୍ୟ ଝୁଲୁଛି ଏବେ ଦିଲ୍ଲୀରେ। ମେଣ୍ଟ ହେଉଛି ନା ହେଉନି? ଏହା ଉପରେ ଏବେ ସମସ୍ତଙ୍କର ନଜର। କୁହାଯାଉଛି, ଆସନ ବୁଝାମଣା ସରିଛି ହେଲେ ସ୍ପଷ୍ଟତା ଆସିବାକୁ ଏତେ ବିଳମ୍ବ କାହିଁକି? ନା ଆସନ ଭାଗବଣ୍ଟାକୁ ନେଇ କେଁ ରହିଛି? ଗତକାଲିି ଦିଲ୍ଲୀରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ତୁହାକୁ ତୁହା ବୈଠକ ବସିଛି। ହେଲେ ନିଷ୍କର୍ସ କଣ ବାହାରୁଛି କାହାକୁ ଜଣାନାହିଁ।ଯାହା ଖବର ଆସୁଛି ଯେ Continue Reading
Seo wordpress plugin by www.seowizard.org.