ଭୁବନେଶ୍ବର, ୨୨/୮: ଲାଞ୍ଚ ନେଇ ବିଏମସିର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ଓ ଅବସରପ୍ରାପ୍ତ କର୍ମଚାରୀ ଯୋଗେନ୍ଦ୍ର ପ୍ରଧାନ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।ସୂଚନା ଅନୁଯାୟୀ, ବିଏମସି ୱାର୍ଡ ଅଫିସ ନମ୍ବର ୨୩ରେ ଅଭିଯୋଗକାରୀଙ୍କଠାରୁ ବିଏମସିର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ନିଜପାଇଁ ୧୫ ହଜାର ଟଙ୍କା ଓ ଯୋଗେନ୍ଦ୍ର ପ୍ରଧାନଙ୍କ ଲାଗି ସାଢ଼େ ୭ ହଜାର ଟଙ୍କା ଲାଞ୍ଚ ନେଉଥିଲେ।ଏତିକି ବେଳେ ଭିଜିଲାନ୍ସ ଟିମ୍ Continue Reading