କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୯: ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ପରମ୍ପରା ଅନୁସାରେ ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ନବାନ୍ନ ଲଗ୍ନ ଧାର୍ଯ୍ୟ କରାଯାଇଛି । ସେପ୍ଟେମ୍ବର ମାସ ୨୦ ତାରିଖ ବୁଧବାର ଦିନ ଭାଦ୍ରବ ଶୁକ୍ଳ ପକ୍ଷ ପଂଚମୀ ସକାଳ ୮ ଟା ୦୩ ମିନିଟ ରୁ ୮ ଟା ୧୭ ମିନିଟ ମଧ୍ୟେ ଅଧିଷ୍ଠାତ୍ରୀ ଦେବୀ ମା ଭୈରବୀଙ୍କ ଠାରେ ନବାନ୍ନ ଭୋଗ ଲାଗିବ ।ପଣ୍ଡିତ ମାନଙ୍କ ମଧ୍ୟରେ ଆଲୋଚନା କରାଯାଇ ଲଗ୍ନ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୯: ଉତ୍ତର ପ୍ରଦେଶ ରାଜ୍ୟର ଗାଜିଆବାଦ ଠାରେ ଜୈନିକ ଆଇନଜିବୀଙ୍କୁ ଅତି ନିର୍ମମ ଭାବେ ହତ୍ୟା ଘଟଣାର ସାରା ରାଜ୍ୟରେ ଆଇନଜୀବୀ ମାନେ ନିନ୍ଦା କରିବା ସହ ସୋମବାର ଦିନ ପ୍ରିତିବାଦ ଦିବସ ରୁପେ ପାଳନ କରିଛନ୍ତି । ଏନେଇ ବୌଦ୍ଧ ଜିଲ୍ଲା ଓକିଲ ସଂଘ ପକ୍ଷରୁ ସଭାପତି ଧୁରୀଣ କୁମାର ଦେହୁରୀଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ।ଗାଜିଆବାଦ ଘଟଣାରେ ସମସ୍ତ ଆଇନଜୀବୀ ମାନେ ନିନ୍ଦା କରିଥିଲେ । […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୫/୯: ବୌଦ୍ଧଜିଲ୍ଲା ଷ୍ଟାଡିୟମ ପରିସରରେ ହକି ଏବଂ ଭଲିବଲ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଗେନ୍ଦ୍ରା କୁଜୁର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କ୍ରୀଡାକୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଜିଲ୍ଲା କ୍ରୀଡା ଅଧିକାରୀ ପବିତ୍ର ରାଉତ, ଜିଲ୍ଲା ମିଲେଟ ମିଶନ କୋଡିନେଟର ଜିତେନ୍ଦ୍ର କରଡି ଯୋଗଦେଇଥିଲେ ।ଜିଲ୍ଲା ଶାରୀରିକ ଶିକ୍ଷାଧିକାରୀ ଆନନ୍ଦ ବେହେରା କାର୍ଯ୍ୟକ୍ରମ ପରିଚାଳନା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୯: ବୌଦ୍ଧ ଜିଲ୍ଲାରେ ନୂଆ ଭୋଟରଙ୍କୁ ସଚେତନ କରିବା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ମୁଁ ବି ମିତା ଅଭିଯାନ ଆରମ୍ଭ ହୋଇଛି । ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆଜି ଠାରୁ ଆରମ୍ଭ ହୋଇଛି । ଜିଲ୍ଲାସ୍ତରୀୟ ମୁଁ ବି ମିତା ଅଭିଯାନର ଶୁଭାରମ୍ଭ କରିଛନ୍ତି ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ । ଆଗକୁ ଆସୁଛି ସାଧାରଣ ନିର୍ବାଚନ ।ଭୋଟର ତାଲିକାର ସ୍ବତନ୍ନ ସଂକ୍ଷିପ୍ତ ସଂଶୋଧନ ସହ ତାଲିକାରେ Continue Reading

ବୌଦ୍ଧ,୨/୯: ରାଜ୍ୟର ପୃଥକ ପୃଥକ ସ୍ଥାନରେ ଆଜି ବଜ୍ରପାତରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି।ବୌଦ୍ଧ ଥାନା ରାଉତବାହାଲ ଗାଁରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପାନେଶ୍ୱରୀ ପୋଢ଼। ଅପରାହ୍ନରେ ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧/୯: ଓଡିଶା କୃଷି ସେବା ସଂଘ ଡାକରରାରେ କ୍ୟାଡର ପୁନର୍ବିନ୍ୟାସ ଦାବୀରେ ଗୁରୁବାର ସାରା ରାଜ୍ୟର କୃଷି ବିଭାଗର ସମସ୍ତ ଅଧିକାରୀମାନେ ସାମୁହିକ ଛୁଟି ସହିତ ଆନ୍ଦୋଳନକୁ ଓହ୍ଲେଇଛନ୍ତି । ବୌଦ୍ଧରେ ମଧ୍ୟ ବୌଦ୍ଦ ଶାଖା ପକ୍ଷରୁ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କୃଷି ବିଭାଗର ସମସ୍ତ ଅଧିକାରୀଙ୍କ ସହିତ ଉଦ୍ୟାନ କୃଷି ଏବଂ ମୃତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ବିଭାଗର ଅଧିକାରୀ ମାନେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୮: ବୌଦ୍ଧ ସରକାରୀ ବାଳିକା ହାଇସ୍କୁଲ ଠାରେ ଆଜି ଏକ ଜିଲାସ୍ତରୀୟ ବିଜ୍ଞାନ ସେମିନାର ଆୟୋଜିତ ହାଇଛି ।ଅତିରିକ୍ତ ଶିକ୍ଷା ଜିଲା ଅଧିକାରୀ ଘନଶ୍ୟାମ ମେହେର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସେମିନାରରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଜିଲା ଶିକ୍ଷା ଅଧିକାରୀ ଗେନ୍ଦରା କୁଜୁର, ଶିକ୍ଷାବିତ ଦିନବନ୍ଧୁ ପତି ଯୋଗଦେଇଥିଲେ ।ବିଜ୍ଞନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୮: ବୌଦ୍ଧଜିଲ୍ଲାରେ ମହାନଦୀରେ ଏକ କୁମ୍ଭୀର ଦେଖାଦେଇଥିବା ବେଳେ କୁମ୍ଭୀରଟି ବର୍ତ୍ତମାନ ବନ ବିଭାଗର ନାକେଦମ କରିଦେଲାଣି । କୁମ୍ଭୀରର ସୁରକ୍ଷା ପାଇଁ ବନ ବିଭାଗର ଟିମ ଦୀର୍ଘ ୨୬ ଦିନ ହେବ ଜଗିରହିଛନ୍ତି । ଅନ୍ୟପଟେ କୁମ୍ଭୀର ଯୋଗୁଁ ଲୋକେ ଆତଙ୍କିତ ହୋଇପଡିଛନ୍ତି । ନିଜ ଜୀବନକୁ ନେଇ ଜନସାଧାରଣ ଚିନ୍ତିତ ହୋଇ ପଡିଛନ୍ତି । ସୂଚନା ମତେ, ବୌଦ୍ଧଜିଲ୍ଲାରେ ଚଳିତ ମାସ ପ୍ରଥମ ଦିନରେ ଲଗାଣ ବର୍ଷା ହେବା ଫଳରେ ଗତ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୮: ନୂଆଦିଲ୍ଲୀର Constitution Club of India ଠାରେ ଆଜି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଏହି ସମ୍ମାନ ଗ୍ରହଣ କରିଛନ୍ତି ।ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଏବଂ ଜିଲା ହସ୍ତତନ୍ତ ସହକାରୀ ନିର୍ଦ୍ଦେଶକ ବିନାୟକ ପୃଷ୍ଟି ନୂଆଦିଲ୍ଲୀ ରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଯୋଗଦେଇଛନ୍ତି କ୍ଷ ୨୦୨୩ ମସିହା ପାଇଁ ବିଭିନ୍ନ କ୍ଷେତ୍ର ରେ ଉଲେଖନୀୟ କାର୍ଯ୍ୟ ପାଇଁ ଏହି ସମ୍ମାନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୮: ବୌଦ୍ଧଗଡ ବିଜ୍ଞାପିତ ଅଂଚଳ ପରିଷଦ ପକ୍ଷରୁ କଚେରୀ ପଡିଆ ଠାରେ ଏନଏସି ଲିଗ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି । ଉଦଘାଟନି ମ୍ୟାଚ ଯୋଗୀନ୍ଦ୍ର ଦେବ ହାଇସ୍କୁଲ ଓ ବୁଟୁପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ଏଥିରେ ବୁଟୁପାଲି ଦଳ ୨-୦ ଗୋଲରେ ବିଜୟ ଲାଭ କରିଥିଲେ । ଉଦଘାଟନି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ ମିଶ୍ର, ସମ୍ମାନିତ ଅତିଥି ଭାବରେ ଏନଏସି ଉପାଧ୍ୟକ୍ଷା ସୁବାସିନୀ Continue Reading