Home Posts tagged boudh district (Page 17)
Odisha News
କମ୍ଭୁକ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୫ : ଆଜି ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ମେଟ୍ରିକ ପରୀକ୍ଷାରେ ବୌଦ୍ଧ ଜିଲାର ଏ-୧ ଗ୍ରେଡ ହାସଲ କରିଥିବା ୮ ଜଣ ଛାତ୍ରଛାତ୍ରୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି ।ମୁଖ୍ୟଅତିଥି ଭାବରେ ପଞ୍ଚାୟତିରାଜ ଓ ପାନୀୟଜଳ,ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ସମସ୍ତ କୃତୀ ଛାତ୍ରଛାତ୍ରୀ, ସେମାନଙ୍କ ଅଭିଭାବକ ଓ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୪/୫: ବୌଦ୍ଧ ପୁଲିସ ପକ୍ଷରୁ ପ୍ରତିଦିନ ବ୍ୟାପକ ଭାବେ ବେଆଇନ ଗଞ୍ଜେଇ ଚାଲାଣ ଓ ରଖିବା ଉପରେ ଚଢାଉ ଜାରି ରଖିଛି । କିନ୍ତୁ ଜିଲ୍ଲା ପୁଲିସର ଗଞ୍ଜେଇ ମାମଲା ଗୁଡିକୁ ଦେଖିବାକୁ ଗଲେ ଏଠାରେ ମାଫିଆ ଖସି ଯାଉଥିବା ବେଳେ ପୁଲିସ କିଛି ନିରିହ ଲୋକଙ୍କ ନାମରେ ମାମଲା ରୁଜୁ କରି ତଦନ୍ତ ସାରି ଦେଉଛି । ଗତ ସୋମବାର ଦିନ ବୌଦ୍ଧ ପୁଲିସ ବଘିଆପଡା ଅଞ୍ଚଳର ଜିଲେଜୁ ଗ୍ରାମରେ ଗଞ୍ଜେଇ ଥିବା […]Continue Reading
Odisha News
ବୌଦ୍ଧ,୨୪/୫: ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ତେଲିବନ୍ଧ କମଳପୁର ଛକ ନିକଟରେ ବୁଧବାର ଭୋର ୫ଟାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ବୋଲେରୋକୁ ଟ୍ରକ ପିଟିଦେବାରୁ ଗାଡି ଦୁଇଟି ଚୂରମାର ହୋଇଯାଇଛି। ଘଟଣାସ୍ଥଳରେ ବୋଲେରୋ ଡ୍ରାଇଭର ପ୍ରଶାନ୍ତ ରଣା ଓ ବାଉଁଶୁଣି ଥାନାର ହୋମଗାର୍ଡ ଜଗନ୍ନାଥ ମେହେରଙ୍କ ମୃତ୍ୟୁ ହୋଇଛି।ସୂଚନାଯୋଗ୍ୟ ଯେ, କଟକରେ ଏକ ରେସକ୍ୟୁ ଅପରେଶନରେ ଯୋଗଦେବାକୁ ଯାଇଥିଲେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୩/୫ : ମହିଳା ଓ ଶିଶୁ ବିକାଶ ବିଭାଗ ଓଡ଼ିଶା ସରକାର ଙ୍କ ବିଜ୍ଞପ୍ତି ସଂଖ୍ୟା ୯୬୩୦ ତାରିଖ ୧୨.୦୫.୨୦୨୩ ଅନୁସାରେ ଆଜି ବୌଦ୍ଧ ଜିଲ୍ଲା ର ଶିଶୁ ମଙ୍ଗଳ କମିଟି ର ଅଧ୍ୟକ୍ଷ ଭାବେ ଶ୍ରୀଯୁକ୍ତ ଦାମୋଦର ସାହୁ ଦାୟିତ୍ଵ ଗ୍ରହଣ କରିଥିବା ବେଳେ ସଦସ୍ୟ ଭାବେ ଶ୍ରୀଯୁକ୍ତ ରାଜୀବ ନାୟକ ଏବଂ ପ୍ରମୋଦ କୁମାର ସାହୁ ସଦସ୍ୟା ଭାବରେ ଶ୍ରୀମତୀ ପୁଷ୍ପୁତା ପ୍ରଧାନ ଓ ଶ୍ରୀମତୀ ପ୍ରିୟ ଦର୍ଶନି ପୁରୋହିତ ଦାୟିତ୍ଵ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ ୨୩/୫: ବୌଦ୍ଧ ବ୍ଳକ ଗୁନ୍ଦୁଲିଆ ପଞ୍ଚାୟତ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନମୋହନ ପାତ୍ର, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ ,ଉପ ଜିଲ୍ଲାପାଳ ରବୀନ୍ଦ୍ରନାଥ କହଁର,ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱନୀ କୁମାର ମେହେର ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୫ : ପଶ୍ଚିମ ଓଡ଼ିଶା ବିକାଶ ପରଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ଦିନିକିଆ ବୌଦ୍ଧଜିଲ୍ଲା ଗସ୍ତରେ ଆସି ପରିଷଦ ପାଣ୍ଠିରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଶ୍ରୀଯୁକ୍ତ ତ୍ରିପାଠୀ ହେଲିକେପଟର ଯୋଗେ ଆସି ବୌଦ୍ଧ କଚେରୀ ଖେଳପଡିଆଠାରେ ଅବତରଣ କରିବାପରେ ଜିଲ୍ଲାପାଳ ସତ୍ୟରଂଜନ ସାହୁଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ତାଙ୍କୁ ସ୍ୱାଗତ କରିଥିଲେ । ଶ୍ରୀତ୍ରିପାଠୀ ବୌଦ୍ଧ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୫: ବୌଦ୍ଧର ଆର୍ଟ ଅଫ ଗିଭିଙ୍ଗ ପରିବାର ପକ୍ଷରୁ ସହରର ଟାଉନହଲ ଠାରେ ଆର୍ଟ ଅଫ ଗିଭିଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଉଦଯାପନୀ କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ଉଦୟନାଥ ମାଝି ଓ କନ୍ଧମାଳ ସାଂସଦ ପ୍ରତିନିଧି ତାରେଣୀ କୁମାର ମହାପାତ୍ର ଯୋଗ ଦେଇଥିଲେ । କାଯ୍ୟକ୍ରମରେ ସ୍ଥପତି ସୁମନ ଷଢଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।ଥିରେ ଅତିଥି ମାନେ ଆର୍ଟ ଗିଭିଙ୍ଗ ଉପରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୫ : ବୌଦ୍ଧଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଶନ ଶକ୍ତି ଫିଟନେସ ଓ ହାପିନେସ କ୍ଲବ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଜଙ୍ଗଲ ଓ ପରିବେଶ, ପଂଚାୟତରାଜ, ପାନୀୟଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ଉଦଘାଟନ କରିଥିଲେ ।ଜିଲ୍ଲାପାଳ ସତ୍ୟରଂଜନ ସାହୁ, ଜିଲ୍ଲା ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୫: ବୌଦ୍ଧ ଜିଲ୍ଲା ଦୌରାଜଜ ବିକ୍ରମ କୁମାର ପ୍ରଧାନ ସୋମବାର ଦିନ ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଦୁଇ ପୁତୁରାକୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଥିବା ବେଳେ ଦୁଇଜଣକୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମାମଲାରୁ ପ୍ରକାଶ ଯେ ପୁରୁଣାକଟକ ଥାନା ଅନ୍ତର୍ଗତ ଜିରାଡ ଗ୍ରାମର ଆନନ୍ଦ ସ୍ୱାଇଁ ଓ ବିଭିଷଣ ସ୍ୱାଇଁ ଦୁଇ ଭାଇ ଅଟନ୍ତି ।ଜମିବାଡିକୁ କେନ୍ଦ୍ର କରି ଦୁଇ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୫: ନିକଟରେ ପ୍ରକାଶ ପାଇଥିବା ସିବିଏସଇ ଦ୍ୱାଦଶ ପରୀକ୍ଷାରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ର ଭି. କିର୍ତ୍ତିରାଜ ରାଜୁ ୯୬.୨% ପ୍ରତିଶତ ମାର୍କ ରଖି ବୌଦ୍ଧ ଜିଲ୍ଲା ଟପ୍ପର ହୋଇଛନ୍ତି । କିର୍ତ୍ତିରାଜ ଜଣେ ମେଧାବୀ ଛାତ୍ର ହୋଇଥିବାବେଳେ ସେ ବୌଦ୍ଧ ସହରର ଜଣାଶୁଣା ବ୍ୟବସାୟୀ ଭି.ରାମପ୍ରସାଦ ରାଜୁ ଓ ଭି,ରୁକ୍କୁଣୀ ରାଜୁଙ୍କ ପୁତ୍ର ଅଟନ୍ତି । ଏହି ସଫଳତା ପାଇଁ କିର୍ତ୍ତିରାଜଙ୍କୁ ତାଙ୍କର ସହପାଠୀ ଓ ଶିକ୍ଷକ Continue Reading