Home Posts tagged boudh district (Page 3)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଆଜି ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାତା ଦିବସ ଅବସରରେ ଜିଲ୍ଲା ଓ ଜିଲ୍ଲା ବାହାରେ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଜିଲ୍ଲା ଜୁନିୟର ରେଡ଼କ୍ରସ ଅଧିକାରୀ ଶ୍ରୀ ନବକିଶୋର ଦୀପ ଓ କଣ୍ଟାମାଳ ହାଇସ୍କୁଲ ରେଡ଼କ୍ରସ କାଉନସେଲର ଶ୍ରୀ ବନମାଳୀ ମେହେରଙ୍କୁ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟସ୍ତରୀୟ ବ୍ଲଡ଼ ହିରୋ ଆୱାର୍ଡରେ ସମ୍ବର୍ଦ୍ଧିତ କରାଯାଇଛି ।ଆୟୋଜିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୯ : ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜନଗଣନା ତଥା ନାଗରିକ ପଞ୍ଜିକରଣ ନିର୍ଦ୍ଦେଶକ ଉଦୟ ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ସମସ୍ତଙ୍କୁ ସ୍ୱାଗତ କରିବା ସହିତ ଜିଲାର ସମସ୍ତ ଅଧିକାରୀ ନିଜ ନିଜ ସ୍ତରରେ ଆଗକୁ ହେବାକୁଥିବା ଜନଗଣନା ସମ୍ବନ୍ଧୀୟ ତଥ୍ୟ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ ।ପ୍ରତି ଦଶବର୍ଷରେ ଜନଗଣନା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୧/୯: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପର୍ବ ପାଇଁ ଆଜି ବୌଦ୍ଧ ଜିଲ୍ଲାର ଗାଁଠୁ ସହର ଉତ୍ସବ ମୁଖର ହୋଇପଡିଛି । ଗାଁ ଗାଁରେ ଖୁସିଲ ମାହୋଲ ସାଙ୍ଗକୁ ଜମିଛେ ନାଚ ଗୀତର ଆସର । ଚଷା ପୁଅ ତାର ପ୍ରଥମ ଫସଲକୁ ମାଁ ଙ୍କ ନିକଟରେ ଅର୍ପଣ କରିଥାଏ । ଚଷୀ ନିଜ ଜମିରେ ଖିର ,ଅରୁଆ ଚାଉଳ ଓ ଫୁଲ ଦୁବ ଦେଇ ମାଟି ମାକୁ ପୁଜା ମଧ୍ୟ କରିବାକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୈାଦ୍ଧ,୧୨/୮:- ଆଜି ପୂର୍ବାହ୍ନ ୧୧ଟା ରେ ବୌଦ୍ଧର ନୂତନ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା କାର୍ଯ୍ୟ ରେ ଯୋଗଦେଇଛନ୍ତି । କାର୍ଯ୍ୟରେ ଯୋଗଦେବାପରେ ଶ୍ରୀ ପଣ୍ଡା ଭାରପ୍ରାପ୍ତ ଜିଲ୍ଲାପାଳ ତଥା ଜିଲ୍ଲାପରିଷଦ କାର‌୍ୟ୍ୟନିର୍ବାହୀ ଅଧିକାରୀ ଅନିରୁଦ୍ଧ ପ୍ରଧାନଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।କାର୍ଯ୍ୟଭାର ଗ୍ରହଣ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ସୂଚନା ଓ ଲୋକସଂପର୍କ ଅଧିକାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧/୭: ଦେଶରେ ଆଜି ନୂତନ ଅପରାଧିକ ଆଇନ କାର୍ଯ୍ୟକାରି ହୋଇଥିବାରୁ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତାକୁ ନେଇ ଆଜି ବୌଦ୍ଧ ଜିଲ୍ଲା ପୁଲିସ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବୌଦ୍ଧ ରିଜର୍ଭ ଇନ୍ସିପେକ୍ଟର କୁଳମଣୀ ଗିରି ସମସ୍ତଙ୍କୁ ସ୍ୱାଗତ କରିଥିଲେ ।ଡିଏସପି ସଂଯୁକ୍ତା ବାର୍ଲା ମହିଳା ଓ ଶିଶୁ ନିର୍ଯ୍ୟାତନା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୫: ବୌଦ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଏହି ଉତ୍ସବରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ରାଜକିଶୋର ମହାରଣା ଅଧ୍ୟକ୍ଷତା କରିଥିଲେ । ମେଧାବୀ ଛାତ୍ର ତଥା ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଜିଲ୍ଲା ଟପ୍ପର ହୋଇଥିବା ଶୁଭ୍ରଦୀପ ପ୍ରଧାନ ଙ୍କ କରକମଳ ରେ ପ୍ରଦୀପ ପ୍ରଜ୍ଜ୍ୱଳନ ହୋଇଥିଲା ।ମଞ୍ଚରେ ପରିଚାଳନା କମିଟି ର ସମ୍ପାଦକ ସାର ପ୍ରଧାନ, ସହ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୫ : ଆସନ୍ତା ୪ ତାରିଖରେ ବୌଦ୍ଧ ଜିଲାରେ କନ୍ଧମାଳ ସଂସଦୀୟ କ୍ଷେତ୍ର, ବୌଦ୍ଧ ବିଧାନ ସଭା ଓ କଂଟାମାଳ ବିଧାନସଭା ପାଇଁ ଭୋଟ ଗଣତି ହେବାକୁଥିବାବେଳେ ମଙ୍ଗଳବାର ଦିନ ଜିଲାପ୍ରଶାସନ ପକ୍ଷରୁ ଭୋଟ ଗଣତି ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଜିଲାପାଳଙ୍କ ସଦଭାବନା ଗୃହଠାରେ ଜିଲାପାଳ ଜେ.ସୋନାଲଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ଭୋଟ ଗଣତି ଯେପରି ଶାନ୍ତି ଶୃଙ୍ଖଳାରେ ହୋଇପାରିବ ସେ ନେଇ ଆଲୋଚନା ହୋଇଥିଲା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୫: ଗତକାଲି ରାତ୍ର ୧୦ ଘଟିକା ସମୟରେ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ଜେ. ସୋନାଲ ଙ୍କ ଅଧ୍ୟକ୍ଷତା ରେ ଏକ ପ୍ରେସ ମିଟ ଅନୁଷ୍ଠିତ ହୋଇଯାଇଛି କ୍ଷଏହି ପ୍ରେସ ମିଟ ରେ ବୌଦ୍ଧ ଜ଼ିଲ୍ଲା ର ଗଣମାଧ୍ୟମ ପ୍ରତିନିଧି, ଡେପୁଟି କଲେକ୍ଟର (ନିର୍ବାଚନ ) ଶାଶ୍ୱତ ପ୍ରଧାନ, ଡେପୁଟି କଲେକ୍ଟର ତଥା ନୋଡାଲ ଅଫିସର ଏମ. ସି. ଏମ. ସି. ଶୁଚିସ୍ମିତା ବେହେରା, ଜ଼ିଲ୍ଲା ସୂଚନା ଓ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୬/୩ : ହରଭଂଗା ବ୍ଲକ ସଭାଗୃହ ଠାରେ ମଙ୍ଗଳବାର ଦିନ ଗୋଟାଏ ସମୟରେ ବ୍ଲକ ସ୍ତରୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଛି ।ବିଡ଼ିଓ ସ୍ୱପ୍ନିତା ନାୟକ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ସରୋଜ ପ୍ରଧାନ ଯୋଗଦେଇଥିଲେ ।ସମ୍ମାନିତ ଅତିଥି ଭାବେ ସହକାରୀ ଯନ୍ତ୍ରୀ ମନରଞ୍ଜନ ପାତ୍ର , GPOଅବିନାଶ ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ ।ପ୍ରତି ବର୍ଷ ଆଜିର ଦିନକୁ ସମଗ୍ର ରାଜ୍ୟରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୩: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଦିନ ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।ବୈଠକରେ ଜିଲାପାଳ ଜେ. ସୋନାଲ ଅଧ୍ୟକ୍ଷତା କରି ଜିଲ୍ଲାରେ ଆଗାମୀ ଗ୍ରୀଷ୍ମଋତୁରେ ପିଇବା ପାଣି ଓ ଅଂଶୁଘାତର ସଫଳ ମୁକାବିଲା ନିମନ୍ତେ ବ୍ୟାପକ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦେଶ ଜାରି କରିଛନ୍ତି ।ଜିଲ୍ଲାରେ ଅଚଳ ଥିବା ନଳକୂପ ଗୁଡିକୁ ଯୁଦ୍ଧକାଲିନ ଭିତିରେ ମରାମତି କରିବା ସହ ଆବଶ୍ୟକସ୍ଥଳେ Continue Reading