ବୌଦ୍ଧ, ୧୫/୭: ବନ୍ୟା ପାଣି ଯୋଗୁଁ ନାଳ ଅତିକ୍ରମ କରିପାରି ନାହାନ୍ତି ଛାତ୍ରଛାତ୍ରୀ। ସେମାନଙ୍କୁ ରାତି ସାରା ଗ୍ୟାରେଜରେ ବିତାଇବାକୁ ପଡ଼ିଛି।ଏଥିରୁ ବୌଦ୍ଧ ଜିଲ୍ଲା ଗମନାଗମନ କ୍ଷେତ୍ରରେ କେତେ ବିକଶିତ ତାହା ଜଣାପଡୁଛି। ବର୍ଷା ପରେ ବନ୍ୟା ପାଣି ଯୋଗୁଁ ବୌଦ୍ଧ ଜିଲ୍ଲା ହରଭଙ୍ଗା ଅଞ୍ଚଳ ଲଷ୍ମୀ ନାଳ ଅତିକ୍ରମ କରି ଘରକୁ ଫେରି ପାରିନ ପାରି ୧୪ ଜଣ ଛାତ୍ରଛାତ୍ରୀ ଜାତୀୟ ରାଜପଥକଡ଼ରେ ଥିବା ଏକ ମୋଟର ଗ୍ୟାରେଜରେ ରାତ୍ରିଯାପନ କରି ଆଜି ସକାଳେ ଘରକୁ […]Continue Reading

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/୭ : ବାହୁଡା ଯାତ୍ରା ପରେ ଏକାଦଶୀ ତିଥିରେ ରଥଖଳାଠାରେ ଚତୁର୍ଦ୍ଧା ମୂର୍ତ୍ତି ମନଲୋଭା ସୁନାବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି । ସକାଳୁ ପୂଜକମାନଙ୍କ ଦ୍ୱାରା ରଥ ଉପରେ ଠାକୁରମାନଙ୍କ ନିତିକାନ୍ତି ସମାପନ ହୋଇଥିଲା ।ବେଶଲାଗି ପରେ ସାଧାରଣଲୋକଙ୍କୁ ଦିନ ତାମାମ ରଥ ଉପରେ ଦର୍ଶନ ପାଇଁ ଛଡାଯାଇଥିଲା । ମଧ୍ୟାହ୍ନରେ ବେଶକାରୀଙ୍କ ଦ୍ୱାରା ଠାକୁରମାନଙ୍କ ସୁନାବେଶ ସହିତ ମନଲୋଭା ଫୁଲବେଶରେ ସଜ୍ଜିତ କରାଯାଇଥିଲା । Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୨/୭ : ବୌଦ୍ଧରେ ବ୍ୟାପକ ଭାବରେ ନିଶା କାରବାର ବୃଦ୍ଧି ପାଉଥିବାବେଳେ ଅବକାରୀ ଓ ପୋଲିସ ବିଭାଗ ପକ୍ଷରୁ ଚଢାଉ ଜାରି ରହିଛି । ତେବେ ଜବତ ହୋଉଥିବା ନିଶା ପଦାର୍ଥ ରଖିବାକୁ ମାଲଖାନାର ଅଭାବ ରହିଥିଲା ।ତେଣୁ ଜିଲାରେ ଅବକାରୀ ବିଭାଗ ପକ୍ଷରୁ ୮୦ ଲକ୍ଷ ଟଙ୍କା ବ୍ୟୟରେ ଏକ ନିଦ୍ରାକରଣ ଔଷଧ ଓ ମାନସିକ ପଦାର୍ଥ ଗୋଦାମ ଗୃହ ନିର୍ମାଣ କରାଯାଇ ସୋମବାର ଆନୁଷ୍ଠାନିକ ଭାବରେ ଉଦଘାଟିତ ହୋଇଯାଇଛି ।ରାଜ୍ୟ ପଞ୍ଚାୟତିରାଜ,ଜଙ୍ଗଲ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୭: ବୌଦ୍ଧ ଗଡଜାତର ରାଜରାଜୁଡା ଅମଳରୁ ରଥଯାତ୍ରା ପାଳନ ହୋଇଆସୁଛି । ରଥଯାତ୍ରା ଏକ ମୁଖ୍ୟ ପର୍ବ ହୋଇଥିବା ବେଳେ ଏହାକୁ ଗଣପର୍ବ ଭାବେ ପାଳନ କରାଯାଉଅଛି । ଦୀର୍ଘ ଦୁଇ ବର୍ଷ କୋରନା କଟକଣା ଯୋଗୁଁ ରଥଯାତ୍ରା ସଂପୁର୍ଣ୍ଣ ବନ୍ଦ ହୋଇଯାଇଥିବା ବେଳେ କେବେଳ ବିଧି ରକ୍ଷା ପାଇଁ ମନ୍ଦିର ଭିତରେ ଭକ୍ତ ବିହିନ ନୀତିକାନ୍ତି କରାଯାଇଥିଲା ।ଚଳିତ ବର୍ଷ ରଥଯାତ୍ରା ପାଇଁ ବଡଦାଣ୍ଡକୁ ରଙ୍ଗୋଲି ଚିତ୍ରରେ ରେ ସଜ୍ଜିତ କରାଯାଇଥିଲା । Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ଲାଗୁକରାଯାଇଥିବା ଅଗ୍ନିପଥ ନିଯୁକ୍ତି ଯୋଜନାକୁ ବିରୋଧ କରି ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଛି ।ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ସମରେଶ ମିଶ୍ରଙ୍କ ନେତୃତ୍ୱରେ ଜିଲ୍ଲା କଂଗ୍ରେସ କମିଟିର କର୍ମକର୍ତ୍ତା ଓ କର୍ମା ମାନେ ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଦେଇଥିଲେ । ବର୍ତ୍ତମାନ ମୋଦି ସରକାର ସେନା ବାହିନୀରେ ୪ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୬ : ଦିନ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାନ୍ତିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ସମୁଦାୟ ୪୭ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ ମାମଲା ହୋଇଥିବାବେଳେ ୨ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ଆସିଥିଲା ।ଅଭିଯୋଗ ଗୁଡିକ ମଧ୍ୟରୁ ୨୦ ଗୋଟି ଅଭିଯୋଗକୁ ତଥକାଳ ଫଇସଲା କରାଯାଇଥିବା ବେଳେ ୭ ଗୋଟି ଅଭିଯୋଗ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୭/୬: କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ପ୍ରଥମ ଥର ପାଇଁ ଧଳା ଜହର ମାନେ ବ୍ରାଉନସୁଗାର ପଶିବା ଆରମ୍ଭ ହୋଇ ଯାଇଛି ।ଏ ନେଇ କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲା ରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି ।ଅଭିଯୁକ୍ତ ଜଣଙ୍କ ଫୁଲବାଣୀ ଅଂଚଳ ର ସ୍ବର୍ଗତ ଭଗବାନ ମହାପାତ୍ର ଙ୍କ ପୁଅ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୬: ବୌଦ୍ଧଗଡ ବିଜ୍ଞାପିତ ଅଂଚଳ ପରିଷଦ ପକ୍ଷରୁ ସ୍ଥାନିୟ ଟାଉନହଲ ଠାରେ ଡେଙ୍ଗୁ ସଚେତନତା ଓ ଭୁତାଣୁ ବାହିତ ନିରାକରଣ ଉପରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ପରିଷଦର ନିର୍ବାହୀ ଅଧିକାରୀ ଇଂ ମନୋରଂଜନ ପଣ୍ଡା ସଭାପତିତ୍ୱ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଡାକ୍ତର ଏମଏମ ପ୍ରଧାନ,ଡାକ୍ତର କେସି ପଟ୍ଟନାୟକ, ବିକେ ହେମ୍ବ୍ରମ, ସ୍ୱାତୀ କୁମାରୀ, ଆଲୋକ ମିଶ୍ର ଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର Continue Reading

କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୬: ଶୁକ୍ରବାର ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର ଙ୍କ ଦ୍ୱାରା ସବୁଜ ପତାକା ଦେଖାଇ ବାଲ୍ୟ ବିବାହ ନିରାକରଣ ସଚେତନତା ରଥ ର ଶୁଭାରମ୍ଭ କରାଯାଇଛି ।ଏହି ରଥ ବୌଦ୍ଧ ଜିଲ୍ଲାରେ ବାଲ୍ୟ ବିବାହ ପ୍ରବଣ ଅଞ୍ଚଳ ଗୁଡିକରେ ସଚେତନତା ବାର୍ତ୍ତା ଆଠ ଦିନ ଧରି ପ୍ରଚାର ପ୍ରସାର କରିବ ।ବିଭିନ୍ନ ସମସ୍ୟା ଯେପରିକି ବାଲ୍ୟ ବିବାହ, ଶିଶୁ ଶ୍ରମିକ, ମହିଳା ମାନଙ୍କ ଉପରେ ହେଉଥିବା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୪/୬: ଜାତିଆଣ ଯୋଗୁଁ ଏକ ପକ୍ଷଘାତ ରୋଗୀ ଚିକିତ୍ସା ସେବା ନପାଇ ଅସହାୟ ଅବସ୍ଥାରେ ପଡି ରହିଥିବା ଦେଖିବାକୁ ମିଳିଛି । ଏଭଳି ଘଟଣା ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ବାମଣ୍ଡା ପଞ୍ଚାୟତର ଖଣ୍ଡବର ଗ୍ରାମର । ସୂଚନା ମୁତାବକ ଖଣ୍ଡବର ଗ୍ରାମର ଉପାସୀ ପ୍ରଧାନଙ୍କ ସ୍ୱାମୀ ସୁଶୀଳ ପ୍ରଧାନଙ୍କ ଏକବର୍ଷ ପୂର୍ବରୁ ମୃତ୍ୟୁ ହୋଇଯାଇଥିଲା ।ଉପାସୀ ଜଣେ ପକ୍ଷଘାତ ରୋଗୀ । ଗୋଟିଏ ହାତ ଓ ଗୋଟିଏ ଗୋଡ ପକ୍ଷଘାତ ଯୋଗୁଁ […]Continue Reading