Home Posts tagged boudh district (Page 5)
Odisha News
ବୌଦ୍ଧ,୬/୧୨ : ଆୟକର ଫାଙ୍କି ଅଭିଯୋଗରେ ବୌଦ୍ଧ ଡିଷ୍ଟିଲେରି ପ୍ରାଇଭେଟ୍ ଲିମିଟେଡ୍ ଉପରେ ଆଇଟି ରେଡ୍ ହୋଇଛି।କେବଳ ଓଡ଼ିଶାରେ ନୁହେଁ, କୋଲକତା ସମେତ ରାଞ୍ଚିର ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି।୨୯ ଡିସେମ୍ବର ୨୦୦୮ରେ କୋଲକତାରେ ପଞ୍ଜିକୃତ ହୋଇଥିବା ଏହି କମ୍ପାନୀର ଓଡ଼ିଶାର ବିଭିନ୍ନ ଶାଖାରେ ବହୁ ବିଜନେସ୍ ରହିଛି। ଏହା ମୁଖ୍ୟତଃ ଏକ ମଦ ତିଆରି କାରଖାନା ବୋଲି ଜଣାଯାଇଛି। ଆୟଙ୍କର ଫାଙ୍କି ଅଭିଯୋଗରେ ଆଜି ସକାଳୁ ଏହି ଚଢ଼ାଉ ଆରମ୍ଭ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୬/୧୨ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ମଙ୍ଗଳବାର ଦିନ ଜିଲା ରେଡକ୍ରସ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଛି କ୍ଷ ବୈଠକରେ ଜିଲାପାଳ ତଥା ଜିଲା ରେଡକ୍ରସ କମିଟିର ଚେୟାରମ୍ୟାନ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇ ନୂତନ ଆଜୀବନ ସଦସ୍ୟ ମାନଙ୍କୁ ପ୍ରମାଣପତ୍ର ବଣ୍ଟନ କରିଥିଲେ ।ବୌଦ୍ଧ ଜିଲାରେ ନୂତନ ଆଜୀବନ ସଦସ୍ୟ ଭାବେ ସାମିଲ ହୋଇଥିବା ୭୯ ଜଣଙ୍କୁ ଜିଲାପାଳ ପ୍ରମାଣପତ୍ର ବଣ୍ଟନ କରିଥିଲେ । ବୈଠକରେ ଜ଼ିଲ୍ଲା ପରିଷଦ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ;୬/୧୨: ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ତରଫରୁ ଓଡିଶା ସରକାରଙ୍କର ସମନ୍ଵିତ ଯୁବ ଉନ୍ନୟନ ପ୍ରକଳ୍ପ ଅନ୍ତର୍ଗତ ଯୁବ ଓଡିଶା ନବୀନ ଓଡିଶା ଯୋଜନା ଅନୁସାରେ ମହାନଦୀ ର ମଧ୍ୟ ଭାଗରେ ଥିବା ମର୍ଜାକୁଦ ଗ୍ରାମରେ ଏକ ବିପର୍ଯ୍ୟୟ ପରିଚାଳନା ତାଲିମ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏଥିରେ ବିପର୍ଯ୍ୟୟ ର ମୁକାବିଲା, ପ୍ରାଥମିକ ଚିକିତ୍ସା ଏବଂ ଜରୁରୀ କାଳୀନ ଉଦ୍ଧାର ଉପରେ ତାଲିମ୍ ପ୍ରଦାନ କରାଯାଇଛି । ମୁଖ୍ୟ ତାଲିମ ଦାତା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୨: ଜିଲାରେ ଚାଲିଥିବା ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ନେଇ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସମୀକ୍ଷା କରିଛନ୍ତି ।ରାଜ୍ୟସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ସୌଜନ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ଆନୁକୁଲ୍ୟରେ ଜିଲା ସମସ୍ତ କଲେଜ ଗୁଡିକରେ ନୂଆଁ ଓଡିଶା, ଯୁବ ଓଡିଶା, ନବୀନ ଓଡିଶା ପକ୍ଷରୁ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଚାଲିଛି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୨: ବୌଦ୍ଧ ଜିଲ୍ଲାର ୨୨୬ ସରକାରୀ ଅନୁଦାନ ପ୍ରାପ୍ତ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଏକ ଜିଲ୍ଲାସ୍ତରୀୟ ସମ୍ମିଳନୀ ନୁଆପାଲି ଗୌଡଦେଇ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି ।ନୁଆଁପାଲି ଗୌଡଦେଇ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋପାଳ ଅମାତଙ୍କ ଅଧକ୍ଷତାରେ ଅନୁଷ୍ଠିତ ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟରୁ ୫୦ରୁ ଅଧିକ ଶିକ୍ଷକ ଓ କର୍ମଚାରୀ ମାନେ ସାମିଲ ଥିଲେ ।ଶିକ୍ଷକ ସର୍ବେଶ୍ୱର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୨: ବୌଦ୍ଧ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାମୁଖ୍ୟ ଚିକିତ୍ସାଧିକାରୀ ଡ. ଜୟକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।ସଭାରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥିଭାବେ ବୌଦ୍ଧଗଡ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ ମିଶ୍ର, ଜିଲ୍ଲାଜନସ୍ୱାସ୍ଥ୍ୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୧୧: ବୌଦ୍ଧ ସହର ଗାୟତ୍ରୀ ଶକ୍ତିପୀଠ ନିକଟ ପଡିଆ ଠାରେ ୨୪ କୁଣ୍ଡିୟ ବିଶ୍ୱ ଶାନ୍ତି ଗାୟତ୍ରୀ ମହାଯଜ୍ଞ ଶୁଭ ଉଦଘାଟନ ହୋଇଯାଇଛି । ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ବୌଦ୍ଧଜିଲ୍ଲା ଶାଖା ପକ୍ଷରୁ ଆୟୋଜିତ ଏହି ମହାଯଜ୍ଞକୁ ଶାନ୍ତିକୁଞ୍ଜ ହରିଦ୍ୱାରରୁ ଆସିଥିବା ରୂଷିପୁତ୍ର ମାନଙ୍କ ଦ୍ୱାରା ପରିଚାଳିତ ହେଉଛି । ପ୍ରାରମ୍ଭରେ ଶତାଧିକ ମହିଳା ମହାନଦୀରୁ ଜଳନେଇ ସହରରେ ଏକ କଳସୀ ଶୋଭାଯାତ୍ରାରେ ଯଜ୍ଞ ସ୍ଥଳକୁ ଆଣିଥିଲେ ।ଏହି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୧୧: ବୌଦ୍ଧ କଚେରୀ ପଡିଆ ଠାରେ ଜିଲାସ୍ତରୀୟ ମତ୍ସ ଓ ପଶୁ ସମ୍ପଦ ମେଳା ମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଅଛି । ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଯୋଗଦେଇ ମତ୍ସ ଓ ପଶୁ ସମ୍ପଦ ମେଳା କୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲା ଯୋଜନା ବୋର୍ଡ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧୧: ବୌଦ୍ଧଗଡ ଏନଏସି ଅନ୍ତର୍ଗତ କୁଲିପଡା ଘାଟର ଉନ୍ନତିକରଣ କାର୍ଯ୍ୟ ଏନଏସି ପକ୍ଷରୁ ହାତକୁ ନିଆଯାଇ ମଙ୍ଗଳବାର ଦିନ ଏହାକୁ ଲୋକାର୍ପିତ କରାଯାଇଛି । ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହି ଘାଟ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଉଦଘାଟନ କରିଛନ୍ତି ।ଉଦଘାଟନୀ ଉତ୍ସବ ଅବସରରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୧୧ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ର ସଫଳ ଆୟୋଜନ ନେଇ ସବିଶେଷ ଆଲୋଚନା କରାଯାଇଥିଲା ।ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ଏହି ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ Continue Reading