
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୪: (ସୋମବାର )ସକାଳ ୭ ଘଣ୍ଟା ସମୟରେ ବୌଦ୍ଧ ନୂଆସାହି ଛକ ନିକଟରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୁର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛି ଜିଲ୍ଲା ପ୍ରଶାସନ ।ସମବାୟ ବିଭାଗ ପକ୍ଷରୁ ଆୟୋଜିତ ଜୟନ୍ତୀ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ Continue Reading