କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୧୨ : ସୋମବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମିଶନ ଶକ୍ତି ମହିଳା ଏସଏଚଜି ସଦସ୍ୟା ମାନଙ୍କ ଦ୍ବାରା ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତର ଚଣ୍ଡିଗଡ ଗ୍ରାମରେ ହୋଇଥିବା ମାଛ ଚାଷ ପୋଖରୀ ପରିଦର୍ଶନ କରିଥିଲେ ।ଗ୍ରାମର ସନ୍ତୋଷୀ ଏସଏଚଜି ଦ୍ବାରା କରା ଯାଇଥିବା ମାଛ ଚାଷ ପୋଖରୀ ଦେଖିବା ସହ ଗୋଷ୍ଠି ସଦସ୍ୟା ମାନଙ୍କ ସହ ଆଲୋଚନା କରିଥିଲେ ।ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ଅତିରିକ୍ତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୧୨: ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ଆଜି ବୌଦ୍ଧ ଜିଲ୍ଲା ପରିଦର୍ଶନ କରି ଗ୍ରାମ୍ୟ ଉନ୍ନୟନ ବିଭାଜନ, ବୌଦ୍ଧର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏହି ଅବସରରେ ସେ ଉକ୍ତ ଗ୍ରାମ୍ୟ ଉନ୍ନୟନ ବିଭାଜନ ଅଧୀନସ୍ଥ ଗ୍ରାମ୍ୟ ଭନ୍ନୟନ ବିଭାଗର ସମସ୍ତ ପ୍ରକଳ୍ପ ଓ ନିର୍ମାଣ କାର୍ଯ୍ୟର ସବିଶେଷ ସମୀକ୍ଷା କରିଥିଲେ ।ଏହି ପରିଦର୍ଶନ ଅବସରରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ସେତୁ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୫/୧୨ : ବୌଦ୍ଧ ଜିଲ୍ଲା ମୁଖ୍ୟ କୃଷି ଆଧିକାରୀଙ୍କ ଆତ୍ମା କାର୍ଯ୍ୟାଳୟ ଠାରେ ପ୍ରକଳ୍ପ ନିର୍ଦ୍ଦେଶକ ଜିଲ୍ଲା ଜଳ ବିଭାଜିକା ମିଶନ ତଥା ମୃତିକା ସରଂକ୍ଷଣ ଅଧିକାରୀ ପ୍ରଦୀପ୍ତ କୁମାର ମହାନ୍ତି ଙ୍କ ଅଧକ୍ଷତାରେ ଜିଲ୍ଲା ସ୍ତରୀୟ ବିଶ୍ୱ ମୃତିକା ଦିବସ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ଜିଲ୍ଲା ପରିଷଦ ଅଧକ୍ଷା ପ୍ରଭାସିନୀ ଦାସ, ସଂମ୍ମାନିତ ଅତିଥି ଭାବେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୧୨ : ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଗ୍ରାମରେ ନୂତନ ଭାବେ ନିର୍ମିତ ଶ୍ରୀରାମ ଓ ଶ୍ରୀଜଗନ୍ନାଥଙ୍କ ଯୁଗ୍ମ ଭବ୍ୟ ମନ୍ଦିର ପ୍ରତିଷ୍ଠା କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜଗତି ଗ୍ରାମଠାରେ ମନ୍ଦିର ନିର୍ମାଣ କମିଟିର ସଭାପତି ରାଜେନ୍ଦ୍ର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଥମେ ସଦସ୍ୟ ରଘୁନାଥ ମେହେର ସ୍ୱାଗତ ଭାଷଣ ଦେଇଥିଲେ । ଏହି ଅବସରେ ଆସନ୍ତା ମାଘ ମାସରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ /ହରଭଙ୍ଗା ,୪/୧୨ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କୁଶଙ୍ଗ ପଂଚାୟତ କୁମାରୀ ଗ୍ରାମରେ ବୌଦ୍ଧ ପାଳଝାର ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ତରଫରୁ କୃଷିଜୀବୀ ମହିଳା ମାନଙ୍କୁ ନେଇ ପନିପରିବା ଚାଷ ଉପରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଗ୍ରାମର ସ୍ୱୟଂ ସହାୟିକା ଦଳର ମହିଳା ଚାଷୀ ମାନଙ୍କୁ ନେଇ ଏକ ଦିବସ୍ୟୀ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି ।କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧୨ : ଜିଲ୍ଲା ପ୍ରଶାସନ, ବୌଦ୍ଧ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମିଳିତ ଆନୁକୁଲ୍ୟରେ ମଙ୍ଗଳବାର ବୌଦ୍ଧ ଜିଲ୍ଲା ଟାଉନ ହଲ ଠାରେ ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି ।ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପାଳ , ବୌଦ୍ଧ ଶ୍ରୀ ସୁବ୍ରତ ପଣ୍ଡା , ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀ ଜୟକୃଷ୍ଣ ମିଶ୍ର ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରାହୁଲ ପ୍ରଧାନ ମୁଖ୍ୟ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୧୧ : ବୁଣାକାରଙ୍କ ପାଇଁ ରାଜ୍ୟ ସରକାରଙ୍କ ବୁଣାକାରଙ୍କ ଉନ୍ନତି କଳ୍ପେ ବୁଣାକାର ତନ୍ତଶାଳା ନିର୍ମାଣ, ତନ୍ତ ଓ ତନ୍ତ ସରଞ୍ଜାମ, ଇନଭେଟର,ଯାକର୍ଡ, ବୁଣା ସରଞ୍ଜାମ, ବୁଣା, ରଙ୍ଗ ତାଲିମ ଆଦି ବିଭିନ୍ନ ଯୋଜନା ମନ ପ୍ରଣୟନ କରୁଛନ୍ତି ।ଏହି ଯୋଜନାରେ ବୁଣାକାର ଙ୍କୁ ସୁଫଳ ମିଳୁଛି କି ନାହିଁ ତାହା ଜାଣିବା ପାଇଁ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ବୁଣାକାର ଗ୍ରାମ କୁ ପରିଦର୍ଶନ କରିଥିଲେ ।ପ୍ରଥମେ ବୁଣାକାର ବହୁଳ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୧୧ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ଗୃହରେ ଜିଲ୍ଲାପାଳଙ୍କ ସଭାପତିତ୍ବରେ ବୌଦ୍ଧ ମହୋତ୍ସବ ୨୦୨୫ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଚଳିତ ବର୍ଷ ବୌଦ୍ଧ ମହୋତ୍ସବ ଜାନୁଆରୀ ୨ ରୁ ୬ ପର୍ଯ୍ୟନ୍ତ କଚେରୀ ପଡ଼ିଆରେ ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଗଲା ।ସ୍ଥାନୀୟ କଳାକାର ମାନେ ଅପରାହ୍ନ ୪ ଘଟିକାରୁ ସଂଧ୍ୟା ୭ ପର୍ଯ୍ୟନ୍ତ, ପରେ ପରେ ସଭା ଏବଂ ରାତ୍ର ୮ ଘଟିକା ରୁ ୧୦.୩୦ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବୌଦ୍ଧ, ୨୯/୧୧ : ମୃତ୍ୟୁ ମୁଖରୁ ଅଳ୍ପକେ ବର୍ତ୍ତିଲେ ଯବାନ ଓ ଅଞ୍ଚଳବାସୀ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ବେଳେ ମିଳିଲା ବିସ୍ଫୋରକ ସାମଗ୍ରୀ। ମାଟି ତଳେ ବିସ୍ଫୋରକ ସାମଗ୍ରୀ ପୋତା ଯାଇଥିଲା। ବିସ୍ଫୋରଣ ପୂର୍ବରୁ ମାଟି ଖୋଳି ବିସ୍ଫୋରକ ସାମଗ୍ରୀ ଉଦ୍ଧାର କରିଛନ୍ତି ଡିଭିଏଫ୍ ଯବାନ ଓ ବମ୍ ସ୍କ୍ୱାର୍ଡ। ଏନେଇ ସୂଚନା ଦେଇଛନ୍ତି ବୌଦ୍ଧ ଏସ୍ପି ନାଗରାଜ ଦେବରକୋଣ୍ଡା।ମନମୁଣ୍ଡା ଥାନା କନାଗୁଡା ଅଞ୍ଚଳରେ ନକ୍ସଲଙ୍କ ଗତିବିଧି ଥିବା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୧୧ : ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ରେ ଯୁବ ରେଡ୍ କ୍ରସ ତରଫରୁ ନୂତନ ଭାବେ ଯୋଗଦାନ କରିଥିବା ସ୍ୱେଚ୍ଛାସେବୀ ମାନଙ୍କ ପାଇଁ ଯୁବ ରେଡ୍ କ୍ରସ କାର୍ଯ୍ୟଧାରା ସମ୍ବନ୍ଧରେ ଏକ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟ ର ଅଧକ୍ଷ ନିରଞ୍ଜନ ମିଶ୍ର ଯୋଗଦାନ କରି ସ୍ଵେଚ୍ଛାକୃତ ସେବାର ମହନୀୟତା ଉପରେ ଆଲୋଚନା କରିବା ସହ ଛାତ୍ର ଛାତ୍ରୀ ମାନଙ୍କୁ ସ୍ଵେଚ୍ଛା Continue Reading