Home Posts tagged BOUDHA DISTRICT (Page 4)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୧: (ଶନିବାର )ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ପାଇଁ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଆସନ୍ତା ଫେବ୍ରୁୟାରୀ ୭ ତାରିଖ ରୁ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଉକ୍ତ ମେଳାରେ ୧୨୦ ଗୋଟି ଷ୍ଟଲ ଖୋଲାଯିବ ।ତନ୍ମଧ୍ୟରେ ବୌଦ୍ଧ ଜିଲ୍ଲାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୧ : (ଗୁରୁବାର )ଦିନ ସକାଳ ୧୦ ଘଟିକା ସମୟରେ ବୌଦ୍ଧ ଟାଉନ୍ ହଲ ଠାରୁ ସଡକ ସୁରକ୍ଷା ମାସ ଅବସରରେ ଏକ ସଚେତନତା ରଥ ଏବଂ ପଦଯାତ୍ରା ର ଶୁଭାରମ୍ଭ ହୋଇଯାଇଛି ।ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଅଧ୍ୟକ୍ଷ, ପୌର ପରିଷଦ, ବୌଦ୍ଧ ମୃତ୍ୟୁଞ୍ଜୟ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୧ : ପୁଷପୁନି ଉତ୍ସବ ପ୍ରଥମ ଥର ଦିଲ୍ଲୀର “ଦିଲ୍ଲୀ ଓଡ଼ିଆ ନାରୀ କଲ୍ୟାଣ ସମିତି” ; ୨୦୨୪ ରୁ ଆରମ୍ଭ କରିଥିବା ବେଳେ ଚଳିତ ବର୍ଷ ଏହି ଉତ୍ସବ ତୃତୀୟ ବର୍ଷରେ ପଦାର୍ପଣ କରିଛି।ଏକ କାର୍ଯ୍ୟକ୍ରମର ଭିତି ହେଉଛି ତାହାର ମଞ୍ଚ ସଜାଣା; ହରିଶ ଚନ୍ଦ୍ର ନନ୍ଦ ଓ ତାଙ୍କ ଦଳ ପୁଷ୍ପୁଣି ତିହାର ପାଇଁ ମଞ୍ଚକୁ ଅତ୍ୟନ୍ତ ସୌନ୍ଦର୍ଯ୍ୟମୟ ଭାବରେ ପ୍ରସ୍ତୁତ କରିଥିଲେ ଏବଂ ପାଣ୍ଡାରା ପାର୍କରେ ପୂର୍ବାହ୍ନ ଏଗାରଟାରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୧ : ବୌଦ୍ଧ ଜିଲ୍ଲାସ୍ତରୀୟ ମିଶନ ଏ -୧ ଅନ୍ତର୍ଗତ ତ୍ରି-ଦିବସୀୟ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଜେ ବି ହାଇସ୍କୁଲ, ମାଉଳସିଙ୍ଗା ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଉଦଘାଟିତ ହୋଇ ଯାଇଛି ।ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ ଯୋଗଦେଇ ପ୍ରଶିକ୍ଷଣ ଶିବିରର ସଫଳତା କାମନା କରି ପିତାମାତାଙ୍କ ସ୍ବପ୍ନକୁ ସାକାର କରିବାକୁ କଠିନ ଅଧ୍ୟବସାୟ Continue Reading
Odisha News
ବୌଦ୍ଧ , ୧୩/୧ : (ସୋମବାର) ଦିନ ଦିବା ୧୨ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଓସୱାନ ହଲ୍ ଠାରେ ଆଭାସୀ ମାଧ୍ୟମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୫ ଟି ରାସ୍ତାର ଉନ୍ନତ୍ତି କରଣ ପ୍ରକଳ୍ପର ଶିଳାନ୍ୟାସ କରା ଯାଇଛି ।ଭୁବନେଶ୍ବର ଠାରେ ଆୟୋଜିତ ଉତ୍ସବରୁ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଳାନ୍ୟାସ କରିଥିବା ବେଳେ ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ ।ସେହିପରି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୧ : ବୌଦ୍ଧ ଭାରତ ସରକାରଙ୍କ ଦ୍ୱାରା ୬୯ ତମ ୧୭ ବର୍ଷରୁ କମ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତା ଜାନୁଆରୀ ୨୦୨୬ ତା ୬ ରିଖ ଠାରୁ ତା ୧୦ ରିଖ ପର୍ଯ୍ୟନ୍ତ ଝାରଖଣ୍ଡ ର ରାଞ୍ଚି ରେ ଆୟୋଜିତ ହୋଇଥିଲା ।ଏହି ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶାଦଳ ରେ ବୌଦ୍ଧଜିଲ୍ଲାର ଟେନିଶା ମେହେର ଭାଗ ନେବାସହ ଓଡ଼ିଶାରାଜ୍ୟ ଦଳ ଦ୍ୱିତୀୟ ସ୍ଥାନ ଅଧିକାର କରି ଓଡ଼ିଶାରାଜ୍ୟର ଗୌରବ ରଖିଛନ୍ତି । ଟେନିଶା ମେହେର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କୁ ରିପୋର୍ଟବୌଦ୍ଧ, ୧୧/୧ : ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବୌଦ୍ଧ ଦ୍ୱାରା ମିଶନ ଏ-ୱାନ ନିମନ୍ତେ ଚୟନ ହୋଇଥିବା ୧୦୨ ଛାତ୍ରଛାତ୍ରୀମାନଙ୍କ ଅଭିଭାବକ ଓ ଅଭିଭାବିକା ସମ୍ମିଳନୀ ଯୋଗୀନ୍ଦ୍ର ଦେବ ସରକାରୀ ଉଚ୍ଚ ବିଦ୍ୟାଳୟ, ବୌଦ୍ଧର ଶତାବ୍ଦୀ ସଭାଗୃହରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଚୂଡ଼ାମଣି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧ : ଶୁକ୍ରବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ସଦଭାବନା ସଭାଗୃହ ଠାରେ ଗ୍ରାମୋଦୟ ସମ୍ପର୍କୀତ ଏକ ବୈଠକ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକ ରେ ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏ ଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୧ : ବୌଦ୍ଧଠାରେ ଜିଲାସ୍ତରୀୟ ୭୭ତମ ସାଧାରଣ ତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦଭାବନା ଗୃହ ଠାରେ ବୁଧବାର ସନ୍ଧ୍ୟା ରେ ଅନୁଷ୍ଠିତ ହୋଇଯାଇଛି ।ଜିଲାପାଳ ବିଭୁତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତବର୍ଷ ର ବିଭିନ୍ନ କାର୍ଯ୍ୟକ୍ରମ ଧୁମଧାମରେ ପାଳନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି ।ସଭା ପ୍ରାରମ୍ଭ ରେ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି Continue Reading
Odisha News
କମ୍ଭୁଧ କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୩/୧ : ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀ ମେଳା, ଆତ୍ମନିର୍ଭର ଭାରତ ସ୍ବଦେଶୀ ମେଳା ଓ ବୟନିକା ହସ୍ତତନ୍ତ ପ୍ରଦର୍ଶନୀ, ୨୦୨୬ ନିମନ୍ତେ ପୂର୍ବରୁ ଏକ ନିମନ୍ତ୍ରଣ ପତ୍ର ପ୍ରସ୍ତୁତ କରାଯାଇ, ସମସ୍ତ ମନ୍ତ୍ରୀ, କମିଶନର, ସମସ୍ତ ଜ଼ିଲ୍ଲା ର ଜ଼ିଲ୍ଲାପାଳ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ଙ୍କୁ ଦିଆଯାଇଥିଲା।ନିଜେ DI&PRO ପ୍ରେସରେ ବସି ନିମନ୍ତ୍ରଣ କାର୍ଡ ପ୍ରସ୍ତୁତ କରିଥିଲେ। ପରେ ଅନଲାଇନ ରେ ସେହି ନିମନ୍ତ୍ରଣ Continue Reading