Home Posts tagged boudha
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୪: ସରକାର ଜନସାଧାରଣଙ୍କ ସୁବିଧା ଦୃଷ୍ଟିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସୁବିଧା କେନ୍ଦ୍ର ନିର୍ମାଣ କରିଛନ୍ତି । ଏହି ପଥପ୍ରାନ୍ତ ସୁବିଧା କେନ୍ଦ୍ର ବୈାଦ୍ଧଜିଲ୍ଲାରେ ମଧ୍ୟ ନିର୍ମାଣ କରାଯାଇଥିବା ବେଳେ ଆଜି ପର୍ଯ୍ୟନ୍ତ ଏହା ସପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରୁନାହିଁ । ଯାହାକୁ ନେଇ ଯାତ୍ରୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।ଏହି ପଥପ୍ରାନ୍ତ ସୁବିଧା କେନ୍ଦ୍ରଟି ଜିଲ୍ଲା ସଦର ମହକୁମାର ବୈାଦ୍ଧ- Continue Reading
Odisha News
ବୌଦ୍ଧ, ୨୦/୪: କିଆକଟା ଓଭର ବ୍ରିଜ ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟିଛି।ରାସ୍ତାକଡ଼ରେ ଗାଡ଼ି ରଖି ଦୁଇ ଝିଅ ଚଲାପଥ ଉପରେ ଠିଆ ହୋଇ ମହାନଦୀ ଦେଖୁଥିଲେ। ବାଇକରେ ବସିଥଲେ ମିଟୁ ବେହେରା ଓ ତାଙ୍କ ପତ୍ନୀ ମନୋରମା ବେହେରା।ଏହି ସମୟରେ କିଆକଟା ଆଡ଼ରୁ ଦ୍ରୁତ ଗତିରେ ଆସୁଥିବା ଏକ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ବାଇକ୍ କୁ ଧକ୍କା ଦେଇଥିଲା। ଫଳରେ ମିଟୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା।ଏଣେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁତର ମନୋରମାଙ୍କ ମଧ୍ୟ ବୌଦ୍ଧ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୪: ପବିତ୍ର ଶ୍ରୀରାମ ନବମୀ ଅବସରରେ ଆଜି ବୌଦ୍ଧଜିଲ୍ଲାରେ ବିଭିନ୍ନ ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲା ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବିରାଟ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ସହରର ବୁଟୁପାଲି ଠାରୁ ଶ୍ରୀରାମଙ୍କ ବେଶରେ କୁନିକୁନି ଶିଶୁ ବାହାରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ।ସେହିପରି ଅନ୍ୟାନ ବେଶ ସହ ନାମ ସଂକିର୍ତନ, ଜୟ ଶ୍ରୀରାମ Continue Reading
Odisha News
ବୌଦ୍ଧ, ୧୮/୪ : ରାମ ନବମୀ ପାଇଁ ଚାଲିଥିଲା ନାମଯଜ୍ଞ । ମନ୍ତ୍ର ଧ୍ୱନୀରେ ଫାଟି ପଡ଼ୁଥିଲା ଆଖପାଖ ଅଞ୍ଚଳ । ଏହି ସମୟରେ ନାମଯଜ୍ଞ ଦେଖିବାକୁ ଆସି ପହଞ୍ଚିଲେ ଦୁଇ ଯୁବକ ।କିଛି ସମୟ ପରେ ସୁଯୋଗ ଦେଖି ସେମାନେ ଜଣେ ଗ୍ରାମବାସୀଙ୍କୁ ଟାର୍ଗେଟ କରି ଫୁଟାଇଲେ ଗୁଳି। ଏଥିରେ ଗ୍ରାମବାସୀଜଣକ ଗୁରୁତର ହୋଇଥିବା ଜଣାଯାଇଛି।ଏପରି ଏକ ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲା କଣ୍ଟାମାଳ ପିପଲପାଲି ଗାଁରେ ଗତକାଲି ବିଳମ୍ବିତ ରାତିରେ ଘଟିଛି। ଗୁରୁତର ବ୍ୟକ୍ତିଜଣକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୪: ଅଦ୍ୟ ତା.୧୪.୪.୨୦୨୪ ରିଖ ଦିନ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ଜ଼ିଲ୍ଲା ସ୍ତରୀୟ ଡ଼. ବି. ଆର. ଆମ୍ବେଦକର ଙ୍କ ଜନ୍ମ ଜୟନ୍ତୀ ମହାସମାରୋହ ରେ ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ ସକାଳେ ବୌଦ୍ଧ ବସଷ୍ଟାଣ୍ଡ ଏବଂ ଏଲ. ଆଇ. ସି. କଲୋନୀ ସ୍ଥିତ ଗାଈଗୋଠ ପଡିଆ ଏବଂ ସହରର ଅନ୍ୟାନ୍ୟ ସ୍ଥାନରେ ସଫେଇ କର୍ମଚାରୀ ଙ୍କ ଦ୍ୱାରା ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସକାଳ ଘ.୮.୩୦ମି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୪: ଶିଳ୍ପ ବିହୀନ ବୌଦ୍ଧଜିଲ୍ଲା ରାଜ୍ୟରେ ଏକ ଅନଗ୍ରସର ଓ ପଛୁଆ ଜିଲ୍ଲା ଭାବରେ ପରିଗଣିତ ହେଉଛି । ଜିଲ୍ଲାରେ ଶିଳ୍ପ କହିଲେ ତନ୍ତ ଓ ଚାନ୍ଦୁଆ କାରିଗରି ।ପ୍ରୋତ୍ସାହନ ଅଭାବରୁ ଦିନକୁ ଦିନ ତନ୍ତ ବନ୍ଦ ହେବାକୁ ଯାଉଥିବା ବେଳେ ଚାନ୍ଦୁଆ ଶିଳ୍ପ ମଧ୍ୟ ମଉଳିବାରେ ଲାଗିଛି । ବୌଦ୍ଧର ଚାନ୍ଦୁଆ ଶିଳ୍ପ ପ୍ରଚାର ପ୍ରସାର ଅଭାବରୁ ବଣମଲ୍ଲୀ ଭଳି ଲୋକଲୋଚନର ଆଡୁଆଳରେ ରହିଯାଇଛି । କିନ୍ତୁ କାରିଗରୀ ବିଦ୍ୟା, ମାନବତ୍ତା, Continue Reading
Odisha News
କମ୍ଭୁଧର କ୍ଷତିଙ୍କ ରିପୋର୍ଟବୌଦ୍ଧ,୮/୪ : ପ୍ରାଚୀନ ଲୋକ ସଂସ୍କୃତିର ସ୍ୱାକ୍ଷର ବୌଦ୍ଧଜିଲ୍ଲାର ଦଣ୍ଡଯାତ୍ରା । ବୌଦ୍ଧଜିଲ୍ଲାର ଦଣ୍ଡଯାତ୍ରାର ଏକ ସ୍ୱତନ୍ତ୍ରତା ବଜାଇ ରଖିଛି । ଏହି ଦଣ୍ଡଯାତ୍ରା ବୌଦ୍ଧଜିଲ୍ଲାରେ କେଉଁ ଆବାହନ କାଳରୁ ଆରମ୍ଭ ହୋଇଛି କହିବା କଷ୍ଟ କର ।ଏହି ଦଣ୍ଡଯାତ୍ରା ଚୈତ୍ରମାସରେ ହୋଇଥାଏ । ଏହି ଦଣ୍ଡଯାତ୍ରାରେ ଶିବ ଓ ଶକ୍ତିଙ୍କ ଆରାଧନା ଓ ପ୍ରଭୂକୃପା ଲାଭ କରିବା । ବୌଦ୍ଧଜିଲ୍ଲାରେ ମହା ବିଷୁବ ସଂକ୍ରାନ୍ତି ବା ପାଣା ସଂକ୍ରାନ୍ତିର ୨୧ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୩ : ଦେଶରେ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପଇଥିବା ବେଳେ ବୌଦ୍ଧ ଜିଲ୍ଲାରେ ମେ ୨୦ ତାରିଖରେ ସାଧାରଣ ନିର୍ବାଚନ ପାଇଁ ଭୋଟଗ୍ରହଣ ହେବ । ଜିଲ୍ଲାରେ ପ୍ରଶାସନ ପକ୍ଷରୁ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହ ଅବାଧ ଓ ସ୍ୱଚ୍ଚ ଏବଂ ନିରପକ୍ଷେ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି । ବର୍ତ୍ତମାନ ପ୍ରଶାସନ ପକ୍ଷରୁ ନିର୍ବାଚନ ନିମୟ ଅନୁଯାୟୀ ଜିଲ୍ଲାରେ ଥିବା ୩ ଗୋଟି ବ୍ଳକ ଓ ବିଜ୍ଞାପିତ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୩ : ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନନ କର ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ଆଜି ସନ୍ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ଗୃହଠାରେ ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ର ସୁପରିଚାଳନା ନିମନ୍ତେ ବୌଦ୍ଧ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସମୀକ୍ଷା କରିଥିଲେ ।ଖୁବଶିଘ୍ର ନିର୍ବାଚନ ତାରିଖ ଘୋଷଣା ହେବାକୁ ଥିବାବେଳେ ବୌଦ୍ଧଜିଲ୍ଲାରେ ପ୍ରସ୍ତୁତି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୨/୩ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆଭାସୀ ଜରିଆରେ ବୌଦ୍ଧ ଜିଲ୍ଲାର ତିନିଟି ସେତୁର ଲୋକାର୍ପଣ କରିଥିବା ବେଳେ ଗୋଟିଏ ସେତୁର ଶିଳାନ୍ୟାସ କରିଛନ୍ତି । ବୌଦ୍ଧଜିଲ୍ଲାର ହରଭଙ୍ଗା ବ୍ଲକର ମହାନଦୀ ଉପରେ ନିର୍ମିତ ଧଳପୁର- ଆଠମଲ୍ଲିକ ସେତୁ, ବୌଦ୍ଧ ସହରରେ ବୌଦ୍ଧ- ମର୍ଯ୍ୟାକୁଦ ଉପରେ ନିର୍ମାଣ କରାଯାଇଥିବା ସେତୁ, କଣ୍ଟାମାଳ ବ୍ଲକର ତେଲନଦୀ ଉପରେ ଫାସେଡ ଠାରେ ଫାସେଡ-ରାକଡୋଲ ସେତୁର ଲୋକାର୍ପଣ ହୋଇଥିବା ବେଳେ Continue Reading
Seo wordpress plugin by www.seowizard.org.