Home Posts tagged boy friend blackmails sweta
Odisha News
ଭୁବନେଶ୍ୱର,୨୨/୮: ଭୁବନେଶ୍ୱରରେ ସଫ୍ଟଓୟାର ଇଂଜିନିୟର ଶ୍ୱେତା ଉତ୍କଳ କୁମାରୀ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ଼ ନେଇଛି। ବୟଫ୍ରେଣ୍ଡଙ୍କ ବ୍ଲାକମେଲ କାରଣରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।ପରିବାର ଲୋକେ ଏହି ଅଭିଯୋଗ କରିଛନ୍ତି। ଝିଅକୁ ଶାରିରୀକ, ମାନସିକ ଓ ଆର୍ଥିକ ନିର୍ଯାତନା ଦେଉଥିଲା ତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ୍। ଶ୍ୱେତାଙ୍କ ବାପା ଓ ଭାଇ ଏହି ଅଭିଯୋଗ କରିଛନ୍ତି।ଶ୍ୱେତାଙ୍କ ବାପା କାନ୍ଦି କାନ୍ଦି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ଦେଇ Continue Reading
Seo wordpress plugin by www.seowizard.org.