
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୫ : ଗୁରୁବାର ଅପରାହ୍ନ ୫ ଘଟିକା ସମୟରେ ଜ଼ିଲ୍ଲପାଳଙ୍କ ସଦଭାବନା ଗୃହ ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି ।ସଭା ଆରମ୍ଭ ରେ ଭାରପ୍ରାପ୍ତ ଜ଼ିଲ୍ଲା ଶ୍ରମ ଅଧିକାରୀ କନ୍ୟାକୁମାରୀ ସାହୁ ସରକାରଙ୍କ ବିଭିନ୍ନ ସ୍କିମ ଉପରେ ନିୟମାବଳୀ, ଶ୍ରମିକ ମାନଙ୍କ ପଞ୍ଜିକରଣ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, ଅଣସଂଗଠିତ ସାମାଜିକ ସୁରକ୍ଷା ଆଇନ, ପ୍ରବାସୀ ଶ୍ରମିକ ଆଇନ, ସର୍ବନିମ୍ନ ମଜୁରୀ ଆଇନ, ଶିଶୁ ଶ୍ରମିକ Continue Reading