
ଭୁବନେଶ୍ୱର, ୧୧/୪: ଆଶାନ୍ତ ରାଜଧାନୀ। ରାତିରେ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଲେ ଗୋଟିଏ ଗୋଷ୍ଠୀ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳର ପଦ୍ମକେଶରପୁର ଗାଁରେ।ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଶ୍ୱଶୁର ସନାତନ ଦାସ ଓ ତାଙ୍କ ବୋହୂ ନିରୁପମା ଦାସ।ଗତକାଲି ରାତି ପ୍ରାୟ ୧୦ଟା ସମୟରେ ମହାଜନ କାରବାର କରୁଥିବା ବାବୁଲା ଦାସ ତାଙ୍କ ସହଯୋଗୀ ତାପସ ଦାସ ଓ ୪ରୁ ୫ ଜଣ ଯୁବକ ସନାତନଙ୍କ ଘରେ […]Continue Reading