Home Posts tagged BUDAPEST
Sports News
ବୁଦାପେଷ୍ଟ, ୨୮/୮: ଭାରତୀୟ କ୍ରୀଡାରେ ଯୋଡି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ।ଆଉ ଦେଶ ପାଇଁ ଏହି ଗୋଲ୍ଡ ମେଡାଲ ଜିତିଛନ୍ତି ଗୋଲଡେନ୍ ବୟ ନୀରଜ ଚୋପ୍ରା। ପାକିସ୍ତାନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ନୀରଜ।ବୁଦାପେଷ୍ଟରେ ଅନୁଷ୍ଠିତ ପୁରୁଷ ଜାଭଲିନ୍ ଥ୍ରୋ ଫାଇନାଲରେ ଐତିହାସିକ ସଫଳତା ପାଇଛନ୍ତି ନୀରଜ। ପ୍ରଥମ ଥ୍ରୋ Continue Reading
Seo wordpress plugin by www.seowizard.org.