ଭୁବନେଶ୍ୱର, ୩୦/୦୩: ବିଧାନସଭାରେ ରାଜ୍ୟର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ପ୍ରତିକୂଳ ପରିସ୍ଥିତି ସତ୍ତ୍ୱେ ରାଜ୍ୟର ଅଭିବୃଦ୍ଧି ହାର ବୃଦ୍ଧି ସମ୍ଭାବନା ରହିଥିବା ସେ ଗୃହରେ ପ୍ରକାଶ କରିଛନ୍ତି । ବିଭିନ୍ନ ବିଭାଗ ପାଇଁ ବ୍ୟୟ ଅଟକଳ କରାଯାଇଛି । . ଏହି ଲେଖାନୁଦାନରେ ଯୋଜନା ବ୍ୟୟ ପାଇଁ ମୋଟ ୧ ଲକ୍ଷ କୋଟିର Continue Reading
ଭୁବନେଶ୍ୱର,୮/୩: ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ । ଏହା ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩୦ ତାରିଖରେ ଆଗତ ହେବ ରାଜ୍ୟ ବଜେଟ। ତେବେ କୋଭିଡ କାଳରେ କେଉଁ କ୍ଷେତ୍ରକୁ ପ୍ରାଥମିକତା ଦିଆଯିବ, କିପରି ରହିବ ବଜେଟର ରୂପରେଖ ତାହା ଉପରେ ସମସ୍ତଙ୍କ ନଜର।ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି, ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବଜେଟ ଅଧିବେଶନ ୩୧ ତାରିଖ ପର୍ୟ୍ୟନ୍ତ ଚାଲିବ । […]Continue Reading