Home Posts tagged bus fare reduce
Odisha News
ଭୁବନେଶ୍ୱର, ୨୬/୫: କମିଲା ବସ୍ ଭଡ଼ା। ତେଲ ଦର କମିବାରୁ ହ୍ରାସ ପାଇଛି ବସ୍ ଭଡ଼ା। ବିଭିନ୍ନ ବସ୍ ସେବା ପାଇଁ ଭଡ଼ା ହ୍ରାସ କରାଯାଇଛି।ଅର୍ଡିନାରୀ ବସ୍ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିଲା। ଏବେ ଏହା ହ୍ରାସ ପାଇ ୮୯ ପଇସା ହୋଇଛି। ଏକ୍ସପ୍ରେସ ବସ୍ର ଭଡ଼ା କିଲୋମିଟର ପିଛା ୯୬ ପଇସା ଥିବା ବେଳେ ଏବେ ଏହା ୯୩ ପଇସାକୁ ଖସିଛି।ଡିଲକ୍ସ ବସ୍ ଭଡ଼ା ବି କମିଛି। ପୂର୍ବରୁ ଡିଲକ୍ସ ବସ୍ […]Continue Reading