
ଭୁୁବନେଶ୍ୱର, ୬/୧୦ : ରାଜ୍ୟରେ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ ତେଜିବାରେ ଲାଗିଛି। ଫଳରେ ଘରୋଇ ବସ୍ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ପଶ୍ଚିମାଞ୍ଚଳ ଓ ଦକ୍ଷଣାଞ୍ଚଳର ବସ୍ ମାଲିକ ସଂଘ। ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟିଆ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି ।ସୂଚନା ଅନୁଯାୟୀ, ୧୩ ଜିଲ୍ଲାର ୨୪ ଘରୋଇ ବସ୍ ମାଲିକ ସଂଘ ୨୪ ଘଣ୍ଟିଆ ଧର୍ମଘଟ କରିବେ। ସଂଘ ଅଭିଯୋଗ କରିଛି, ବିଜେଡି ସରକାର ଅମଳରେ ପ୍ରଥମେ ଟାୟାର ୱାନ […]Continue Reading