Home Posts tagged Chandipur
Odisha News
ଭୁବନେଶ୍ବର/ଚାନ୍ଦିପୁର,୧୯/୭: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ବାଲେଶ୍ବର ଜିଲ୍ଲା ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ ମହାନ୍ତି। ଉଭୟ ପୁଲିସ ବାବୁ ଆଜି ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି।ସୂଚନା ଅନୁସାରେ ଚାନ୍ଦିପୁର ଥାନା ଆଇଆଇସି ଗଣେଶ୍ୱର ପ୍ରଧାନ ଓ ଏଏସ୍ଆଇ ପ୍ରଦୀପ ମହାନ୍ତି ସ୍ଥାନୀୟ ଅଞ୍ଚଳର ଜଣେ ମଦ ବ୍ୟବସାୟୀଙ୍କୁ ମାସିକିଆ ବଟି ବାବଦକୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେମାନେ ମଦ ବ୍ୟବସାୟୀଙ୍କୁ Continue Reading
Seo wordpress plugin by www.seowizard.org.