Home Posts tagged chennai super kings
Odisha News
ଚେନ୍ନାଇ, ୨୪/୩: ଆଇପିଏଲର ୨୦୨୨ ସଂସ୍କରଣ ପୂର୍ବରୁ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛନ୍ତି ମହେନ୍ଦ୍ର ସିଂହ ଧୋନି। ସେ ଆଜି ଚେନ୍ନାଇ ସୁପର କିଙ୍ଗସର ଅଧିନାୟକ ପଦ ଛାଡ଼ି ଦେଇଛନ୍ତି। ୨୦୦୮ରୁ ଅର୍ଥାତ ୧୨ ବର୍ଷ ହେଲା ସେ ଚେନ୍ନାଇର ଅଧିନାୟକ ଭାବେ କାର୍ଯ୍ୟ କରି ଆସୁଥିଲେ। ତାଙ୍କ କ୍ୟାପ୍ଟେନ୍ସିରେ ଚେନ୍ନାଇ ୪ ଥର ଚାମ୍ପିୟନ ହୋଇଛି। କେବଳ ୨୦୧୬ ଓ ୨୦୧୭ରେ ଚେନ୍ନାଇ ଆଇପିଏଲରେ ବ୍ୟାନ୍ ହୋଇଥିଲା। ବାକି ସବୁ ସଂସ୍କରଣରେ ଧୋନି ହିଁ ଦଳର […]Continue Reading
Seo wordpress plugin by www.seowizard.org.