Home Posts tagged CHNDRAPUR
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟ ଚନ୍ଦ୍ରପୁର,୧୭/୯: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁରବ୍ଲକ ପରିସରରେ ରାଜ୍ୟ ସରକାରଙ୍କ ସୁଭଦ୍ରା ରଥକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରଯାଇଥିଲା ।ବ୍ଲକରେ ସୁଭଦ୍ରା ରଥକୁ ଉପସ୍ଥିତ ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଅକ୍ଷୟ କୁମାର ମଲ୍ଲିକ, ଗୋଷ୍ଟି ଭାର ପ୍ରାପ୍ତ ଡାକ୍ତର ଅଭିଷେକ ନାୟକ,ଶିଶୁ ବିକାଶ ବିଭାଗ ଅଧିକାରୀ ଶ୍ରୀମତୀ ଗୀତା ରାଣୀ ସାହୁ, ଅଧିକ୍ଷଣ ଯନ୍ତ୍ରୀ ବିଶ୍ୱଜିତ ମିଶ୍ର, ବ୍ଲକ ଅଧିକ୍ଷକ କୋଇନ କିମ୍ବାକା, ଯୋଗାଣ Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୨୮/୮ : ଚନ୍ଦ୍ରପୁର ବ୍ଲକ ପଞ୍ଚାୟତ ସମିତି ସଦଭାବନା ସଭା ଗୃହରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି।ରାୟଗଡା ଜିଲ୍ଲାପାଳ ପାରୁଲ ପାଟୱାରି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ଵୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କହଁର, ଗୁଣୁପୁର ଉପ ଜିଲ୍ଲାପାଳ କିରଣ ଦୀପ କୌର ସ। ହୋତେ, ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ତଥା ଜନ ସ୍ୱାସ୍ଥ୍ୟ Continue Reading
Seo wordpress plugin by www.seowizard.org.