Home Posts tagged cm kishan scheme launched
Odisha News
ସମ୍ବଲପୁର, ୮/୯ : ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି। ଆସିଲା ସିଏମ୍ କିଷାନ୍। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସମ୍ବଲପୁରରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରଥମ କିସ୍ତି ବାବଦ ୯୨୫ କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଏଥିସହ ସିଏମ୍ ଓ ପିଏମ୍ କିଷାନରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜିକରଣ ପାଇଁ ସିଏମ କିଷାନ୍ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ।ସିଏମ୍ କିଷାନ୍ ଯୋଜନା ପାଇଁ ସମ୍ବଲପୁର ଜିଏମ୍ Continue Reading
Seo wordpress plugin by www.seowizard.org.