Home Posts tagged CM Mohan Charan Majhi (Page 4)
Odisha News
ପୁରୀ, ୨୨/୬ : ଆଉ ମାତ୍ର ୪ ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଚଳିତ ବର୍ଷ ଅଘଟଣ ଶୂନ୍ୟ ହେବ ରଥଯାତ୍ରା । ପ୍ରତିବର୍ଷ ଭଳି ଏବର୍ଷ ବି ସ୍ବତନ୍ତ୍ର ଆୟୋଜନ କରାଯାଇଛି ।ସୁରକ୍ଷା ପାଇଁ ଡ୍ରୋନ ଓ AIକ୍ୟାମେରାର ବ୍ୟବସ୍ଥା ହୋଇଛି । ଓ୍ବାଚ ଟାଓ୍ବାର ସହିତ ବାଇନାକୁଲର ଧାରୀ ପୋଲିସ ବଡ଼ ଅଟାଳିକା ଉପରେ ମୁତୟନ ହେବେ।ଆତଙ୍କବାଦୀ କାର୍ଯ୍ୟକଳାପ ପ୍ରତିହତ କରିବା ପାଇଁ ସ୍ବତନ୍ତ୍ର […]Continue Reading
Odisha News
ଭୁବନେଶ୍ୱର, ୧୦/୬: ଆଉ ଗୋଟିଏ ଦିନ ପରେ ମୋହନ ମାଝୀଙ୍କ ସରକାର ଏକ ବର୍ଷ ପୂରଣ କରିବ । ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ସରକାର ଗଢ଼ିଛି । ସଂକଳ୍ପ ପତ୍ରରେ ଲୋକଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ସରକାରକୁ ଆସିଥିଲା ବିଜେପି । ତେବେ ଗତ ଏକ ବର୍ଷ ମଧ୍ୟରେ କେଉଁ କେଉଁ ପ୍ରତିଶ୍ରୁତି ଲୋକଙ୍କ ସରକାର ପୂରଣ କରିଛନ୍ତି ତାହାର ରିପୋର୍ଟ କାର୍ଡ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।କୃଷି, […]Continue Reading
Odisha News
ଭୁବନେଶ୍ୱର, ୪/୬ : ଲଘୁ ଖଣିଜ ଚୋରା ଚାଲାଣ ଉପରେ ଲାଗିବ ରୋକ । ମୋହନ ସରକାର ଏ ନେଇ ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି । ରାଜସ୍ୱ ବିଭାଗକୁ ପୁନର୍ବାର ଲଘୁ ଖଣିଜ ଦାୟିତ୍ୱ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ମୁତାବକ, ଲଘୁ ଖଣିଜ ଚୋରା ଚାଲାଣକୁ ରୋକିବା ପାଇଁ ସରକାର ଏହି ବିଭାଗର ଦାୟିତ୍ୱ ପୁଣି ଥରେ ରାଜସ୍ୱ ବିଭାଗକୁ ପ୍ରଦାନ କରିବେ […]Continue Reading
Odisha News
ଭୁବନେଶ୍ୱର, ୨୯/୫ : ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଶୀତଳ ଷଷ୍ଠୀ ଯାତ୍ରାକୁ ଆହୁରି ଭବ୍ୟ ଓ ପ୍ରଚାର ପ୍ରସାର ପାଇଁ ଅନୁଦାନ କରିଛନ୍ତି ।ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, ଶୀତଳ ଷଷ୍ଠୀ ଯାତ୍ରା’ ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ […]Continue Reading
Odisha News
ଭୁବନେଶ୍ୱର, ୨୯/୫ : ଲକ୍ଷପତି ଦିଦି ଯୋଜନା କେବଳ ରୋଜଗାରର ପାଇଁ ନୁହେଁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳାମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ କହିଛନ୍ତି ।ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ମିଶନ ଶକ୍ତି ବିଭାଗ ପକ୍ଷରୁ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ ଆୟୋଜିତ ହୋଇଛି । Continue Reading
Odisha News
ଭୁବନେଶ୍ୱର,୨୪/୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି ଘୋଷଣା କରିଛନ୍ତି।ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ଚଉଉୠକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୃତକ ଜଣ ହେଲେ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ। ସେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀଙ୍କ ଗୁଳିରେ Continue Reading
Odisha News
ଭୁବନେଶ୍ୱର, ୨୧/୫: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ଆସନ୍ତା ଜୁନ୍ ମାସରୁ ୩,୫୦୦ ଟଙ୍କା ବର୍ଦ୍ଧିତ ଭତ୍ତା ପାଇବେ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ। ହିତାଧିକାରୀଙ୍କୁ ଜୁନ୍ ସୁଦ୍ଧା ୮୦ବର୍ଷ ହୋଇଥିଲେ ବର୍ଦ୍ଧିତ ଟଙ୍କା ମିଳିବ ।ଏନେଇ ରାଜ୍ୟ ସରକାର ଡିଏସଏସଓଏସଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାରା ୪ ଲକ୍ଷ ୧୭ ହଜାର ୪୯୬ ଜଣ ଉପକୃତ ହେବେ ।ଏହା ସେମାନଙ୍କ ପାଇଁ ଏକ ଖୁସି […]Continue Reading
Odisha News
ଭୁବନେଶ୍ୱର,୧୫/୫: ସିଡିଓ ଓ ବିଡିଓମାନଙ୍କୁ ମୁଖ୍ୟମନ୍ତ୍ରୀ ଗୁରୁବାର କଡ଼ା ଚେତାବନୀ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସେକାଳ ପଖାଳ ଆଉ ନାହିଁ, ଆପଣଙ୍କୁ ଯଥେଷ୍ଟ କ୍ଷମତା ଦିଆଯାଇଛି । ପୁରୁଣା ଅଭ୍ୟାସ ନ ଛାଡ଼ିଲେ କ୍ଷମା ଦିଆଯିବନି । ଜିଲାପାଳଙ୍କ ଜରିଆରେ ବିଡିଓଙ୍କ ରିପୋର୍ଟ କାର୍ଡ ମଗାଯିବ। ମୁଁ ମୋ’ ଛୋଟ ବ୍ରେନ୍‌ରେ ସବୁ ସେଭ୍ କରି ରଖିଛି। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ ଆପଣଙ୍କୁ କେହି କ୍ଷମା ଦେବେନି। ଆମ ଅନ୍‌ଲାଇନ୍‌ରେ ସେଟ୍‌ଅପ୍ Continue Reading
Odisha News
ଭୁବନେଶ୍ୱର, ୧୪/୫: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ରାଜ୍ୟ କ୍ୟାବିନେଟ୍‌ରେ ନୂଆ ସଂରକ୍ଷଣ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି ।ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଛି । ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ପିଲାମାନଙ୍କ Continue Reading
Odisha News
ମୟୂରଭଞ୍ଜ,୧୩/୫: ଆଗାମୀ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ । ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ତାଙ୍କର ମୟୁରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଶୋଇ ମିନିଷ୍ଟାଡିଅମଠାରେ ଆୟୋଜିତ ଏକ କାର୍ଯ୍ୟମମରେ ଯୋଗ Continue Reading