Home Posts tagged cm naveen patnaik announce compensation accident
Odisha News
ଭୁବନେଶ୍ବର/ବୋରିଗୁମ୍ମା, ୨୬/୧: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ବିଜାପୁରରେ ଆଜି ଅପରାହ୍ଣ ସାଢ଼େ ୨ଟାରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତିମାନଙ୍କ Continue Reading
Seo wordpress plugin by www.seowizard.org.