Home Posts tagged cm naveen patnaik annunced for daily labour
Odisha News
ଭୁବନେଶ୍ବର, ୧୪/୩: ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ବାରା ଉପକୃତ ହେବେ ।ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ Continue Reading
Seo wordpress plugin by www.seowizard.org.