Home Posts tagged cm naveen patnaik happy birthday today
Odisha News
ଭୁବନେଶ୍ୱର,୧୬/୧୦: ଆଜି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ୭୭ ବର୍ଷରେ ପାଦଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥର କିନ୍ତୁ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ।ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ହାଇଦ୍ରାବାଦ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ଆଜି ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ, ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନଆସିବାକୁ ଶୁଭେଛୁଙ୍କୁ ଅପିଲ୍ କରିଛନ୍ତି ।ସେହିପରି Continue Reading
Seo wordpress plugin by www.seowizard.org.