Home Posts tagged CM NAVEEN PATNAIK
Odisha News
ବ୍ରହ୍ମପୁର,୯/୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍ ଦେଇ ବିଧାୟକ ଏବଂ ଏମ୍ପିଙ୍କୁ ଜିତାନ୍ତୁ ଚୋର ପ୍ରାର୍ଥୀଙ୍କୁ ଭୋଟ ଦିଅନ୍ତୁନି ବୋଲି ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କୁ କହିଛନ୍ତି।ଉକ୍ତ ସାଧାରଣ ସଭାରେ ବ୍ରହ୍ମପୁର ବିଜେଡି ଲୋକ ସଭା ପ୍ରାର୍ଥୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୫/୫: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭିକେ ପାଣ୍ଡିଆନ ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଗସ୍ତରେ ଆସି ବିଜେଡି ଦଳର ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର୍ ଅଭିଯାନ ଆରମ୍ଭ କରିଛନ୍ତି ।ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ଏକ ବିରାଟ ନିର୍ବାଚନୀ ଜନସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ସରକାରଙ୍କ ୭ ଟି ଫ୍ଲାଗସିପ ଯୋଜନା Continue Reading
Odisha News
ନୂଆପଡା,୨୭/୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ ଇଞ୍ଜିନ ଥିଲା, ସିଙ୍ଗଲ ଇଞ୍ଜିନ ହୋଇଗଲା। ଏବେ ଆଉ ଗୋଟିଏ ଇଞ୍ଜିନ ଆସିଛି ।ଯଦି ଡବଲ୍ ଇଞ୍ଜିନ ଭଲ କାମ କରୁଛି ତେବେ ଗୋଟିଏ ଇଞ୍ଜିନ କାହିଁକି ବନ୍ଦ ହୋଇଗଲା ବୋଲି ଭାଜପାକୁ କାର୍ତ୍ତିକ ପାଣ୍ଡିଆନ ପ୍ରଶ୍ନ କରିଛନ୍ତି। ନୂଆପଡାରେ ଆୟୋଜିତ ଏକ ଜନସଭାକୁ ସମ୍ବୋଧିତ କରି ପାଣ୍ଡିଆନ ଏଭଳି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୪:ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି , ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଅନ୍ୟ ଦଳର ନେତା ଓ କର୍ମୀ ମାନେ ସେମାନଙ୍କ ଦଳ ଛାଡ଼ି ବିଜେଡି ମୁହାଁ ହେବାରେ ଲାଗିଛନ୍ତି ଏବଂ ଦିନକୁ ଦିନ ବିଜେଡି ଦଳର ଶକ୍ତି ବୃଦ୍ଧି ହେବାରେ ଲାଗିଛି ।ଗତକାଲି ଗଜପତି ଜିଲ୍ଲା ଅନ୍ତର୍ଗତ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ ଓ ବିଜେପି: ର କର୍ମୀ ଓ ନେତା ମାନେ ବିଜେଡି ଦଳରେ ସାମିଲ ହୋଇ […]Continue Reading
Odisha News
ଭୁବନେଶ୍ୱର,୧୯/୩:ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେଡି-ବିଜେପି ସମ୍ଭାବ୍ୟ ମେଂଟକୁ ନେଇ ଜାରି ରହିଥିବା ଚର୍ଚ୍ଚାକୁ ଆଜି ନୂଆମୋଡ଼ ଦେଇଛନ୍ତି ବିଜେଡି ନେତା ଭିକେ ପାଣ୍ଡିଆନ। ଦେଶର ଦୁଇ ମହାନ ନେତା ବୃହତ୍ତର ଉଦ୍ଦେଶ୍ୟ ପାଇଁ ଏକାଠି ହେବାକୁ ଚାହାଁନ୍ତି । ଯାହାକି ରାଜନୀତିରୁ ଊର୍ଦ୍ଧ୍ୱରେ ଓ ଏହା ହିଁ ରାଷ୍ଟ୍ରନୀତି । ନିର୍ବାଚନୀ ଗଣିତ ପାଇଁ ବିଜେଡି କିମ୍ବା ବିଜେପି ଉଭୟଙ୍କୁ ମେଂଟର ଆବଶ୍ୟକତା ନାହିଁ ବୋଲି ପାଣ୍ଡିଆନ କହିଛନ୍ତି । Continue Reading
Odisha News
ଭୁବନେଶ୍ବର,୧୩/୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ଫକ୍ଷରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା Continue Reading
Odisha News
ଭୁବନେଶ୍ବର, ୨/୧: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ Continue Reading
Odisha News
ଭୁବନେଶ୍ୱର,୧/୩: ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର‌୍ୟ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲ’ ଅଫିସରଙ୍କ ଦରମା ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ପବ୍ଲିକ୍ ପ୍ରସିକ୍ୟୁଟରମାନେ ଦୈନିକ ଫି’ ବାବଦରେ Continue Reading
Seo wordpress plugin by www.seowizard.org.