Home Posts tagged CM NAVEEN PATNAIK (Page 2)
Odisha News
ଭୁବନେଶ୍ବର ୨୮/୨:ଶଙ୍ଖ ଭବନରେ ପହଞ୍ଚିଛି ସତ୍ୟବାଦୀ କଳି। ସତ୍ୟବାଦୀ ବିଧାୟକ ଉମା ସାମନ୍ତରାୟ ଓ ବରିଷ୍ଠ ବିଜେଡି ନେତା ସଞ୍ଜୟ ଦାସବର୍ମା ଆଜି ଶଙ୍ଖ ଭବନରେ ପହଞ୍ଚି ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ସହ ଆଲୋଚନା କରିଥିବା ସୂଚନା ରହିଛି।ବ୍ରହ୍ମଗିରି ସିଟ୍ ଛାଡ଼ି ସତ୍ୟବାଦୀ ବିଧାନସଭା ଆସନରେ ବିଜେଡିରୁ ଲଢ଼ିବେ ବୋଲି ବରିଷ୍ଠ ନେତା ସଞ୍ଜୟ ଦାସବର୍ମା କହିବା ପରେ ବିବାଦ ଉପୁଜିଥିଲା। ଏନେଇ ଉଭୟଙ୍କୁ ଶଙ୍ଖ ଭବନ ଡକରା ହୋଇଥିବା ସୂଚନା Continue Reading
Odisha News
ଭୁବନେଶ୍ୱର,୨୩/୨: ରାଜ୍ୟ ସରକାର ଗ୍ରାମପଞ୍ଚାୟତ ଗୁଡ଼ିକରେ କାମ କରୁଥିବା ସେଲଫ ଏମ୍ପ୍ଲୟେଡ୍ ମେକାନିକ୍ ବା ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି।ସ୍ବାବଲମ୍ବୀ କାରିଗରଙ୍କ ପାରିଶ୍ରମିକ ପୂର୍ବରୁ ୪ ହଜାର ଟଙ୍କା ଥିବା ବେଳେ ଏବେ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ପୂର୍ବ ପାରିଶ୍ରମିକଠାରୁ ୬୨ ଦଶମିକ ୫୦ ପ୍ରତିଶତ ଅଧିକ। ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ କାରିଗର ଉପକୃତ ହେବେ।୫ଟି ଓ ଆମ ଓଡ଼ିଶା ନବୀନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୦/୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ଆଜି ଜିଲ୍ଲାସ୍ତରୀୟ ଜନଜାତି ଯୁବ ଉଦ୍ୟୋଗୀ ମାନଙ୍କୁ ସହାୟତା ରାଶି ଓ ଜନଜାତି ଜୀବିକା ପରିଷଦ ମାନଙ୍କୁ ମାନ୍ୟତା ପତ୍ର ପ୍ରଦାନ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଅନ୍ତର୍ଗତରେ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ପାରଳାଖେମୁଣ୍ଡି Continue Reading
Odisha News
ଭୁବନେଶ୍ବର, ୧୮/୨: ରାଜ୍ୟ ସରକାର ଜନଜାତି ଛାତ୍ରୀ ନିବାସ ମାଟ୍ରନ୍ମାନଙ୍କର ଗୁହାରି ଶୁଣିଛନ୍ତି। ଏଣିକି ମାଟ୍ରନ୍ମାନେ ମାସିକ ୧୦ ହଜାର ଟଙ୍କା ବଦଳରେ ୧୫ ହଜାର ପାଇବେ। କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପାଇବେ। ସେହିପରି ଅବସର ସମୟରେ ୧ ଲକ୍ଷ ଟଙ୍କାର ସହାୟତା ପାଇବେ। ମାଟ୍ରନ୍ମାନଙ୍କ ମାସିକ ସହାୟତା ୫ ହଜାର ଟଙ୍କା ବଢ଼ାଇବା ପରେ ପରେ ରାଜ୍ୟ ସରକାର ୧୫ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚ […]Continue Reading
Odisha News
ଭୁବନେଶ୍ୱର, ୧୬/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।ବୁଣାକାରଙ୍କୁ ଅଧିକ ସହାୟତା ଦେବାକୁ ଯୋଜନା ଉପରେ କ୍ୟାବିନେଟ ଅନୁମୋଦନ ମିଳିଛି ।ଏଣିକି ବୁଣାକାର ୨ହଜାରରୁ ଅଢ଼େଇ ହଜାର ସହାୟତା ପାଇବେ।ସେହିପରି ଏସ୍ଏଚ୍ଜି ମହିଳାଙ୍କୁ ୧ହଜାର ଟଙ୍କା ଲେଖାଏ ୟୁନିଫର୍ମ ସହାୟତା ମିଳିବ । ୭୦ଲକ୍ଷ ମହିଳା ହଜାରେ ଟଙ୍କା ଲେଖାଏ ପାଇବେ Continue Reading
Odisha News
ଭୁବନେଶ୍ବର,୧୩/୨ : ସାଧାରଣ ନିର୍ବାଚନ ପୂର୍ବରୁ ବୃଦ୍ଧବୃଦ୍ଧାଠାରୁ ଆରମ୍ଭ କରି ଯୁବବର୍ଗ ପର୍ଯ୍ୟନ୍ତ ସମସ୍ତଙ୍କୁ ଆକୃଷ୍ଟ କରିବାରେ ଲାଗି ପଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥରୁ ଛାତ୍ରଛାତ୍ରୀ ବାଦ ପଡ଼ି ନାହାନ୍ତି। ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ନୂଆ- ଓ ଯୋଜନାରେ ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିବା ଆଜି ସୂଚନା ଦେଇଛନ୍ତି ବିଜେଡି Continue Reading
Odisha News
ଭୁବନେଶ୍ବର, ୭/୨: ବହୁଚର୍ଚ୍ଚିତ ନୟାଗଡ଼ର ଶିଶୁକନ୍ୟା ‘ପରୀ’ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଗୃହରେ ବିବୃତି ରଖିଛନ୍ତି।ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାର ଉତ୍ତର ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି- ପରୀ ଘଟଣାରେ ଦୋଷୀ ଗତକାଲି ଦଣ୍ଡ ପାଇସାରିଛି। ପରୀ ଭଳି ସମ୍ବେଦନଶୀଳ ଘଟଣାରେ ବିରୋଧୀ ରାଜନୀତି କରୁଛନ୍ତି। ନିର୍ବାଚନ ସମୟରେ ରାଜନୀତି ହେବା କଥା। କିନ୍ତୁ ବିରୋଧୀ ହୀନ ରାଜନୀତି Continue Reading
Odisha News
ଭୁବନେଶ୍ବର,୨୪/୧ : ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି।ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଂଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପରିସରରେ କଳାବାଘ ସଫାରୀ କରାଯିବ। ପର୍ଯ୍ୟଟକ ଓ ଦର୍ଶକମାନେ ଏହି ବିରଳ Continue Reading
Top Stories
By Saroj Behera Puri, Jan. 17: Good news for Jagannath devotees. Odisha Chief Minister Naveen Patnaik on Wednesday dedicated the much-awaited Shree Mandir Parikrama Prakalpa, also called Shree Jagannath Heritage Corridor Project, to the public. Patnaik and Puri king Gajapati Dibyasingha Deb customarily broke coconuts in front of the Parikrama plaque to dedicate the project Continue Reading
Odisha News
ଭୁବନେଶ୍ୱର,୧୪/୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ ହେବ।ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି Continue Reading
Seo wordpress plugin by www.seowizard.org.