ଭୁବନେଶ୍ୱର, ୨୭/୪: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି ।ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ପ୍ରକଳ୍ପର ସଫଳ କାର୍ୟ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି ।ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ Continue Reading
ଭୁବନେଶ୍ୱର,୧/୪: ଉତ୍କଳ ଦିବସ ଅବସରରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆହୁରି ୬ ମାସ ଯାଏ ମିଳିବ ମାଗଣା ଅତିରିକ୍ତ ୫ କେଜି ଚାଉଳ। ରାଜ୍ୟର ୮ ଲକ୍ଷ ୯ ହଜାର ହିତାଧିକାରୀ ଆସନ୍ତା ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ଏହି ସୁବିଧା ପାଇ ପାରିବେ।ଏହି ଅବଧି ମଧ୍ୟରେ ୨୪ ହଜାର ୨ଶହ ୭୦ ଟନ୍ ଚାଉଳ ବଣ୍ଚନ କରାଯିବ। ଏଥିପାଇଁ ରାଜ୍ୟ ରାଜକୋଷରୁ ୯୧ କୋଟି ୭୦ ଲକ୍ଷ ଟଙ୍କା […]Continue Reading