Home Posts tagged commissionerate police ensure holi safety in odisha
Odisha News
ଭୁବନେଶ୍ୱର, ୨୫/୩ : ଓଡ଼ିଶା ଅଗ୍ନିଶମ ବାହନୀ ତରଫରୁ ହୋଲିରେ ଅଘଟଣ ରୋକିବାକୁ ପ୍ରସ୍ତୁତ। ଭୁବନେଶ୍ୱର ଉପକଣ୍ଠ ନଦୀ, କେନାଲ ଗୁଡିକରେ ମୁତୟନ ହେବ ଅଗ୍ନିଶମ କର୍ମଚାରୀ। ପାଞ୍ଚଟି ସ୍ଥାନରେ ଥିବା ଗାଧୁଆ ତୁଠରେ ମୁତୟନ ହେବେ ଲାଇଫ ବୟ। ତାଙ୍କ ପାଖରେ ଲାଇଫ ଜ୍ୟାକେଟ ରହିବ। ମେସିନ ରବର୍ ବୋଟ, ଅଣ୍ଡର ୱାଟର କର୍ମଚାରି ଓ ଆମ୍ବୁଲାନ୍ସ ମଧ୍ୟ ରହିବ।କୁଆଖାଇ, ଦୟା, ଧଉଳି ପୁରୀ କେନାଲ, ବାଲିପାଟଣା, ବାଲିଅନ୍ତା, ବଙ୍କୁଆଲ ନଦୀ ଗୁଡ଼ିକ ତୁଠରେ ମୁତୟନ […]Continue Reading
Seo wordpress plugin by www.seowizard.org.