Home Posts tagged COMMISSIONERATE POLICE SEIZED SIM BOX
Odisha News
ଭୁବନେଶ୍ବର, ୧୮/ ୮: ସିମ ବକ୍ସ ଆତଙ୍କୀ ଲିଙ୍କ୍ ମାମଲାରେ ପୁଲିସକୁ ମିଳୁଛି ଚାଞ୍ଚଲ୍ୟକର ତଥ୍ୟ। କଟକରେ ମଧ୍ୟ ଅଛି ଆଉ ଏକ ସିମ ବକ୍ସ ସେଟ୍‌-ଅପ। ହାୱାଲା ଜରିଆରେ ଆର୍ଥିକ କାରବାର ଚାଲିଥିଲା ବୋଲି ପୁଲିସ ଜାଣିବାକୁ ପାଇଛି। ବାଂଲାଦେଶରୁ ଭୁବନେଶ୍ୱରକୁ ଆସୁଥିଲା ଟଙ୍କା। ଯାହା ବି ଟ୍ରାଞ୍ଜାକ୍ସନ୍ ହେଉଥିଲା ତାହା କ୍ୟାସ୍ ଆକାରରେ ହେଉଥିଲା। ବାଂଲାଦେଶ ସୀମାରେ ଥିବା କିଛି ଦୋକାନରେ ଚାଲୁଥିଲା ଏହି ହୱାଲା କାରବାର।ନୋଟକୁ କୋଡ ହିସାବରେ ବ୍ୟବହାର କରି Continue Reading
Seo wordpress plugin by www.seowizard.org.