Home Posts tagged congress leader
Odisha News
ଭୁବନେଶ୍ୱର, ୨୭/୩ : କଂଗ୍ରେସ ପରେ ଆଜି ବିଜେଡ଼ି ସଦସ୍ୟମାନେ ଗୃହରେ କିଛି ଅଭିନବ ଢଙ୍ଗରେ ପ୍ରତିବାଦ କରିଛନ୍ତି । ଯାହାକି ଅତ୍ୟନ୍ତ ଅଶୋଭନୀୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ବିଜେଡ଼ି ବିଧାୟକ ଗଣତନ୍ତ୍ରର ପବିତ୍ର ମନ୍ଦିର ବିଧାନସଭାରେ ଗଙ୍ଗାଜଳ ଛିଞ୍ଚନ କରିଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ରାଜସ୍ୱ ମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି ।ବିଜେପି ସରକାର ଗଢ଼ିବା ପରେ ଉଭୟ ବିରୋଧୀ ବିଜୁ ଜନତା ଦଳ ଏବଂ କଂଗ୍ରେସ ଯେମିତି ଅସହିଷ୍ଣୁ […]Continue Reading
Odisha News
ଭୁବନେଶ୍ୱର, ୨୨/୮: ହିଣ୍ଡେନବର୍ଗ ଅନୁସନ୍ଧାନ ରିପୋର୍ଟ ନେଇ ଗୁରୁବାର କଂଗ୍ରେସ ପକ୍ଷରୁ ଦେଶବ୍ୟାପୀ ଇଡ଼ି ଅଫିସ୍ ଘେରାଉ କରାଯାଇଛି। ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପୀ ପ୍ରବର୍ତ୍ତନ ନିର୍ଦେଶାଳୟ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କଂଗ୍ରେସ ପକ୍ଷରୁ କୁହାଯାଇଛି ଇଡ଼ି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗୁଣ୍ଡା।ଓଡ଼ିଶାରେ କଂଗ୍ରେସ ଇଡ଼ି ଅଫିସ୍ ଘେରାଉ କରିଛି। ରାଜ୍ୟରେ ଆନ୍ଦୋଳନର ନେତୃତ୍ୱ ପୂର୍ବତନ ବିଧାୟକ Continue Reading
Odisha News
ଭୁୁବନେଶ୍ୱର, ୨୩/୬: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ଘଟଣାରେ ୫ ଜଣ କାର୍ଯ୍ୟକର୍ତ୍ତା ତଥା ପଦାଧିକାରୀଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କାର କରାଯାଇଛି। ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବା ଯୋଗୁ ସେମାନଙ୍କୁ ବହିଷ୍କାର କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ।ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଶୃଙ୍ଖଳା କମିଟି ଅଧ୍ୟକ୍ଷ ସନ୍ତୋଷ ସିଂହ ସାଲୁଜା ଏହି କାର୍ଯ୍ୟାନୁଷ୍ଠାନ ସଂପର୍କରେ ଜଣାଇଛନ୍ତି। ଏ ସଂପର୍କରେ କଂଗ୍ରେସ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୪/୫: ନୟାଗଡ଼ ନିର୍ବାଚନ ମଣ୍ଡଳୀ ରୁ କଂଗ୍ରେସ୍ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ରଣଜିତ୍ ଦାସ । ନୟାଗଡ଼ ସହରରେ ଏକ ହଜାର କର୍ମୀ ଙ୍କୁ ନେଇ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି ।ବାଜା ବାଣ ମାଧ୍ୟମରେ ଏକ ପଟୁଆର କରି ଚାଲି ଚାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ ।କର୍ମୀଙ୍କ ସହିତ କଂଗ୍ରେସ ନେତା ହୁସେନ ଖାଁ ଓ କମଳ ଚରଣ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ ।ନୟାଗଡ଼ ନିର୍ବାଚନ ମଣ୍ଡଳୀ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୫: ସାଧାରଣ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଥିବା ବେଳେ ଗତ ସୋମବାର ଦିନ ବିଜେଡି ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ବୁଧବାର ଦିନ ବିଜେପି ଦଳ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଆଜି କଂଗ୍ରେସ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରାଯାଇଛି । କଂଗ୍ରେସ ପକ୍ଷରୁ ବୌଦ୍ଧ ନିର୍ବାଚନ ମଣ୍ଡଳୀ ପାଇଁ ବିଧାୟକ ପ୍ରାର୍ଥୀ ଜିଲ୍ଲା ସଭାପତି ନବ କୁମାର ମିଶ୍ର ପ୍ରାର୍ଥୀପତ୍ର ଦାଖଲ […]Continue Reading
Top Stories
 By Akshya Rout Jajpur, Mar 20: The All India Congress Committee Member (AICC) Madhusmita Acharya Tuesday accused the ruling BJD of resorting to unethical practices contrary to its transparency slogan and demanded that the party should come out with details of funds it had collected through electoral bonds. Addressing a media conference here, Madhusmita Acharya  […]Continue Reading
Odisha News
ଭୁବନେଶ୍ୱର,୨୫/୧ : ତେଲଙ୍ଗାନାର ଥିଓରୀ ଓଡ଼ିଶାରେ ଆପଣାଇଛି କଂଗ୍ରେସ। ତେଲଙ୍ଗାନାରେ ବିଜେପି ଓ ବିଆରଏସ୍ ବିବାହ କରି କଂଗ୍ରେସ ଚର୍ଚ୍ଚାକୁ ଆସିଥିବା ବେଳେ ଏବେ ଓଡ଼ିଶାରେ ବିଜେଡିର ଓ ବିଜେପିର ବାହାଘର କରୁଛି।ଦୁଇ ରାଜନୈତିକ ଦଳ ବିଜେଡି ଓ ବିଜେପି ମଧ୍ୟରେ ଭିତିରିଆ ମଧୁର ସଂପର୍କ ଥିବା ଅଭିଯୋଗ ଆଣି ଉଭୟଙ୍କ ବାହାଘର କରୁଛି କଂଗ୍ରେସ। ଏପରି ଢଙ୍ଗରେ ବିବାହ କରି ବିଜେଡି ଓ ବିଜେପିକୁ କଟାକ୍ଷ କରିଛି।ବିବାହ ପାଇଁ କଂଗ୍ରେସ ପକ୍ଷରୁ ନିମନ୍ତ୍ରଣ କାର୍ଡ Continue Reading
Odisha News
କଟକ,୨୩/୧: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତାର ଘର ସଜଡ଼ା ଆରମ୍ଭ କରି ଦେଇଛି । ମଙ୍ଗଳବାର ୩ ବରିଷ୍ଠ ନେତାଙ୍କ ଉପରୁ କଂଗ୍ରେସ ନିଲମ୍ବନ ଆଦେଶ ଉଠାଇଛି। ସେମାନେ ହେଲେ, କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ।ସେହିପରି କୃଷ୍ଣଚନ୍ଦ୍ର ସରଗରିଆଙ୍କ ଉପରୁ ମଧ୍ୟ ସସ୍ପେଣ୍ଡ ହଟାଯାଇଛି। ଏନେଇ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।ଅନ୍ୟପକ୍ଷେ ପ୍ରଭାରୀ ଅଜୟ କୁମାରଙ୍କୁ ମୋକିମ୍ ଏବଂ ଚିରଞ୍ଜିବ Continue Reading
Odisha News
ଭୁବନେଶ୍ବର,୨୮/୫: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ ହୋଇଥିଲା।ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଚିରଞ୍ଜୀବ ବିଶ୍ୱାଳ କହିଥିଲେ, ଯିଏ ପିସିସି ସଭାପତି ହେବ ସେ ଆଉ କାହାକୁ ପଚାରିବେନି। ୨୦୨୪ Continue Reading