
ବଲାଙ୍ଗିର, ୧୯/୨ : କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଛି ହତ୍ୟା ଧମକ। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି।ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ବିଧାୟକଙ୍କୁ ହତ୍ୟା ଧମକ ନେଇ ବିଭିନ୍ନ ସ୍ଥାନରେ ପୋଷ୍ଟର ଲାଗିଛି। ହତ୍ୟା ଧମକ ନେଇ କିଏ ବ୍ୟାନର ଲଗାଇଛି ତାହା ଜଣାପଡ଼ିନି।ପୋଷ୍ଟରରେ ଜଣେ ଯୁବକଙ୍କ ଫଟୋ ମଧ୍ୟ ରହିଛି। ସେଥିରେ ଲେଖାଯାଇଛି ‘ସନ୍ତୋଷ ସିଂ ସାଲୁଜାଙ୍କୁ ମୁଁ ୧୫ ଦିନ ଭିତରେ ମାରିଦେବି’। Continue Reading