Home Posts tagged coronavirus in odisha (Page 12)
Odisha News
ଭୁବନେଶ୍ୱର ,୨/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୩୪୯ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ […]Continue Reading
Odisha News
ଭୁବନେଶ୍ୱର, ୧/୩ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୨୦୬ ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି […]Continue Reading
Odisha News
ଭୁବନେଶ୍ୱର,୨୭/୭: ରାଜ୍ୟରେ ଦିନକୁ ଦିନ କରୋନାର ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ପ୍ରତ୍ୟକ ଦିନ ରେକଡ ସଂଖ୍ୟକ କରୋନା ପଜିଟିଭ ଚିହ୍ନଟ ହେଉଥିଲା ବେଳେ ମୁତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଓଡ଼ିଶାରେ ଆଜି ପୁୁଣି ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ […]Continue Reading
Odisha News
ଭୁବନେଶ୍ୱର ୨୭।୭: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୦୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ Continue Reading
Odisha News
ଭୁବନେଶ୍ୱର,୨୫/୬: ରାଜ୍ୟରେ ଦିନକୁ ଦିନ କରେନା ସ୍ଥିତି ଅଣାୟତ ହେଉଛି । ଆଜି ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ଟ୍ବିଟ୍ ଅନୁଯାୟୀ ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ବାଲେଶ୍ବର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ମୃତ, ଗଜପତି, […]Continue Reading
Odisha News
ଭୁବନେଶ୍ବର,୨୧/୭: ମଙ୍ଗଳବାର ଦିନ ଓଡ଼ିଶାରେ ଆଉ ୬୪୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୪୩୧ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୧୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୭୫୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନା ଅନୁଯାୟୀ, ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ Continue Reading
Odisha News
କଟକ,୧୩/୭: ସୋମବାର ଦିନଠାରୁ କଟକ ସହରରୁ ସଟଡାଉନ୍ କଟକଣା ହଟିଛି । ଏବେ ସିଏମସି ଅଞ୍ଚଳରେ ସକାଳ ୫ଟାରୁ ସଂଧ୍ୟା ୭ଟା ପର‌୍ୟ୍ୟନ୍ତ ଖୋଲା ରହିବ ।ହେଲେ ସପ୍ତାହରେ ଶନିବାର ଓ ରବିବାର ଯେଉଁଭଳି ଭାବରେ ସଟ୍ଡାଉନ୍ କଟକଣା ଲାଗୁ ହୋଇଛି, ତାହା ପୂର୍ବଭଳି ବଳବତ୍ତର ରହିବ ବୋଲି ସିଏମ୍ସି ପକ୍ଷରୁ କୁହାଯାଇଛି।ସେହିପରି କଟକ ସହରରେ ସପିଂ ମଲ୍ ଖୋଲିବା ନେଇ ମଧ୍ୟ ଅନୁମତି ଦିଆଯାଇଛି । ପୂର୍ବ ନିର୍ଦ୍ଧାରିତ କୋଭିଡ ଗାଇଡଲାଇନ ପାଳନ କରି ସପିଂ […]Continue Reading