
ଭୁବନେଶ୍ବର, ୨୩/୪: ଗତକାଲି ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶନିବାରରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ କେହି ପଜିଟିଭ ଚିହ୍ନଟ ହୋଇନାହାନ୍ତି।ଏଥିମଧ୍ୟରୁ କେହି ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନ ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୧ଟି ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ […]Continue Reading