Home Posts tagged coronavirus outbreak
Odisha News
ଭୁବନେଶ୍ବର୨୪/୭: ଲୋକସେବା ଭବନରେ ଏବେ କରୋନା ଭୟ । କିଛି କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସରକାରଙ୍କ ଚିନ୍ତା ବଢିଛି । କରୋନା ଲଢେଇରେ ଲୋକସେବା ଭବନର ଭୂମିକା ଗୁରୁତ୍ବପୂର୍ଣ୍ଣ ଥିବାରୁ ଏହାକୁ କିପରି ନିୟନ୍ତ୍ରଣ କରାଯିବ, ସେଥିପାଇଁ ସରକାର ତନାଘନା ଆରମ୍ଭ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗକୁ ଚିଠି ଲେଖାଯାଇ ଆବଶ୍ୟକ ପ୍ରତିକାରମୂଳକ ପଦକ୍ଷେପ ଗ୍ରହଣ କରିବାକୁ ତାଗିଦ୍ କରାଯିବା ସହ ଏକ ମାର୍ଗଦର୍ଶିକା ଜାରି Continue Reading
Seo wordpress plugin by www.seowizard.org.