Home Posts tagged coronavirus pandemic (Page 2)
Odisha News
ଭୁବନେଶ୍ବର,୨୧/୧୨: ଓଡ଼ିଶାରେ କୋଭିଡ୍ ଓମିକ୍ରନ୍ର ନୂଆ ଭାରିଏଣ୍ଟ ଚିହ୍ନଟ ହୋଇଥିବା ନେଇ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଓଡ଼ିଶାରେ ଓମିକ୍ରନ୍ ଭାରିଆଣ୍ଟର ବିଏଫ୍.୭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଗୁଜରାଟରେ ୨ ଜଣ ଏବଂ ଓଡ଼ିଶାରେ ଜଣେ ବ୍ୟକ୍ତି ଚିହ୍ନଟ ହୋଇଥିବା ନେଇ ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ବିଏଫ୍.୭ ଭାରିଏଣ୍ଟ କିଛି ଦିନ ହେଲା ଚୀନ୍ରେ ଆତଙ୍କ ସୃଷ୍ଟି କରୁଛି।ବିଦେଶରେ କୋଭିଡ ଉଗ୍ର ରୂପ Continue Reading
Odisha News
ଭୁବନେଶ୍ୱର,୧୬/୧୧: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ହ୍ରାସ ପରେ ରାଜ୍ୟ ସରକାର ଆଜି ତତ୍କାଳ ପ୍ରଭାବରୁ ‘ଓଡ଼ିଶା କୋଭିଡ-୧୯ ନିୟମାବଳୀ ୨୦୨୦’କୁ ଉଚ୍ଛେଦ କରିଛନ୍ତି । ଆଉ ରାଜ୍ୟରେ କୋଭିଡ୍ କଟକଣା କିମ୍ବା କୋଭିଡ୍ ନିୟମାବଳୀ ମାନିବାକୁ କେହି ବାଧ୍ୟ ନୁହଁନ୍ତି ।ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତଙ୍କ ଦସ୍ତଖତରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ, ରାଜ୍ୟରେ କୋଭିଡ୍ ମାମଲା ହ୍ରାସ ପରେ କୋଭିଡ-୧୯ Continue Reading
Odisha News
ନୂଆଦିଲ୍ଲୀ, ୧୯/୧୦: ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣରେ ରହିବା ପରେ ଦେଶବାସୀ ଖୁସି ହୋଇ ଯାଇଥିବା ବେଳେ କରୋନାର ପୁଣି ଏକ ନୂଆ ଭାରିଏଣ୍ଟ୍କୁ ନେଇ ଏବେ ଚିନ୍ତା ଉପୁଜିଛି।କରୋନା ଭାଇରସର ନୂଆ ସବ୍ଭାରିଏଣ୍ଟ ବିଏଫ.୭କୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଆଲର୍ଟ ଜାରି କରିଛନ୍ତି। ଦେଶରେ ଓମିକ୍ରନର ଏହି ସବ୍ଭାରିଏଣ୍ଟର ପ୍ରଥମ ମାମଲା ସାମ୍ନାକୁ ଆସିବା ପରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ଉଚ୍ଚସ୍ତରୀୟ ବୈଠକ Continue Reading
Odisha News
ଭୁବନେଶ୍ବର, ୧୨/୧୦: ବୁଧବାର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ଉପରେ ରହିଛି। ଗତକାଲି ୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। […]Continue Reading
Odisha News
ଭୁବନେଶ୍ୱର ,୬/୮ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୮୧୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading
Odisha News
ଭୁବନେଶ୍ବର, ୪/୮ : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଗତକାଲି ୯୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୫୦୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୬୧ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୫୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ରାଜ୍ୟର ୨୮ଟି ଜିଲ୍ଲାରୁ ୮୭୦ ଜଣ […]Continue Reading
Odisha News
ଭୁବନେଶ୍ୱର ,୩/୮ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୫୬୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading
Odisha News
ଭୁବନେଶ୍ୱର ୨/୮ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୦୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୪୬୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading
Odisha News
ଭୁବନେଶ୍ୱର ୩୧/୭ : ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୧୪୦୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ […]Continue Reading
Odisha News
ଭୁବନେଶ୍ୱର, ୩୦/୭ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୨୧୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ […]Continue Reading
Seo wordpress plugin by www.seowizard.org.