
କଟକ, ୩୦/୫ : ରାଜ୍ୟରେ ପୁଣି ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜଧାନୀ ଭୁବନେଶ୍ୱର, ଖୋର୍ଦ୍ଧା ପରେ ଏବେ କଟକକୁ ବ୍ୟାପିଲାଣି। କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୪୫ ବର୍ଷୀୟ ଜଣେ ବ୍ୟକ୍ତି ଟେଷ୍ଟ ରିପୋର୍ଟ ଆସିବା ପରେ ପଜିଟିଭ୍ ଥିବା ଜଣାପଡ଼ିଛି। ବ୍ୟକ୍ତି ଜଣଙ୍କ ଗତ କିଛି ଦିନ ଧରି ଆକ୍ରାନ୍ତଜଣକ ଜ୍ଵର ଓ ଥଣ୍ଡାରେ ପିଡିତ ଥିଲେ ।ସେ କୋଭିଡ ଟେଷ୍ଟ କରିବା ପରେ ପଜିଟିଭ ଆସିଥିବା ଜଣାପଡ଼ିଛି । ଏବେ […]Continue Reading