
ଭୁବନେଶ୍ବର, ୪/୭: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର କମିଛି। ଗତ ୭ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ସୋମବାର ଦିନ ୨୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଗତକାଲି ୩୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୨ ଜଣ ପଜିଟିଭ […]Continue Reading