Home Posts tagged covid-19 pandemic (Page 3)
Odisha News
ଭୁବନେଶ୍ୱର, ୨୮/୪: ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ିଲେ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଥାଏ। କରୋନାର ତିନୋଟି ଲହରରେ ଏପରି ସ୍ଥିତି ଦେଖିବାକୁ ମିଳିଥିଲା। ଦିଲ୍ଲୀରେ ସଂକ୍ରମଣ ବଢ଼ୁଥିବାରୁ ଆଗକୁ ବିପଦ ରହିଛି। ରାଜ୍ୟରେ କରୋନା ସ୍ଥିତି ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।ସେ କହିଛନ୍ତି, ରାଜ୍ୟ ସରକାର କୋଭିଡର ମୁକାବିଲା ପାଇଁ ସବୁ ପ୍ରକାର ପ୍ରୋସେସକୁ ଆପଣାଇଛନ୍ତି। ସ୍ୱାସ୍ଥ୍ୟ Continue Reading
Odisha News
ଭୁବନେଶ୍ବର, ୨୮/୪: ଗତକାଲି ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୭ ଜଣ କରୋନା ପଜିଟିଭ […]Continue Reading
Odisha News
ଭୁବନେଶ୍ୱର ୧୨/୪ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୬୦ ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି […]Continue Reading
Odisha News
ଭୁବନେଶ୍ବର, ୭/୪ : ଗତକାଲି ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଗୁରୁବାର ରାଜ୍ୟର ମାତ୍ର ୧୧ଟି ଜିଲ୍ଲାରୁ ୨୮ ଜଣ […]Continue Reading
Odisha News
ଭୁବନେଶ୍ୱର ୩୦/୩ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୦୮ ଜଣକୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି […]Continue Reading
Odisha News
ଭୁବନେଶ୍ୱର, ୨୯/୩ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୫୪୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି […]Continue Reading
Odisha News
ଭୁବନେଶ୍ବର, ୨୭/୩: ରବିବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]Continue Reading
Odisha News
ଭୁବନେଶ୍ବର, ୨୨/୩: ମଙ୍ଗଳବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏଥିମଧ୍ୟରୁ ୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ […]Continue Reading