
ଭୁବନେଶ୍ୱର ୧୮/୫ : ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୨୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ସ୍ଥାନୀୟ ସଂକ୍ରମିତ ରହିଛନ୍ତିଚିହ୍ନଟ ହୋଇଥିବା ସଂକ୍ରମିତଙ୍କ […]Continue Reading